ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ
ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ [caption id="attachment_6140" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍ସୁଲେଟ୍ର ରାଜନୈତିକ ଓ ଅର୍ଥନୈତିକ ବିଭାଗର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍…












