ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା

ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା କଟକ(ଏନ.ଏମ୍‌.): ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ତାଙ୍କ ଝୁଲନ୍ତା ମୃତଦେହ ଆଜି କଟକସ୍ଥିତ ସରକାରୀ ବାସଭବନରୁ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ସିଡିଏ ସ୍ଥିତ ବାସଭବନରୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇ କଟକର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା । ତେବେ ନର୍ସିଂହୋମ କର୍ତ୍ତୃପକ୍ଷ ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ଖବର…

Read More

ଇଚ୍ଛାପୁର ଗ୍ରାମ ପାହାଡରୁ ଚୋରାରେ ମୋରମ ଚାଲାଣ, କାର୍ଯ୍ୟାନୁଷ୍ଠାନ ଦାବି

ଇଚ୍ଛାପୁର ଗ୍ରାମ ପାହାଡରୁ ଚୋରାରେ ମୋରମ ଚାଲାଣ, କାର୍ଯ୍ୟାନୁଷ୍ଠାନ ଦାବି ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡା ତହସିଲ କାର୍ଯ୍ୟାଳୟ ଅଧିନ ଖଳିସାହି ପଞ୍ଚାୟତର ଇଚ୍ଛାପୁର ଗ୍ରାମ ନିକଟସ୍ଥ ପାହାଡରୁ ମାଫିଆମାନେ ଆଖପାଖ ଅଞ୍ଚଳକୁ ଅବାଧରେ ମୋରମ ଚାଲାଣ କରୁଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି । ଚୋରାରେ ମୋରମ ଚାଲାଣ ଯୋଗୁଁ ପାହାଡ ଓ ତତ୍‌ସଂଲଗ୍ନ ସଂରକ୍ଷିତ ଜଙ୍ଗଲ କ୍ଷୟ ହେବାରେ ଲାଗିଛି । ସ୍ଥାନୀୟ ଅଞ୍ଚଳର ପରିବେଶବିତମାନେ ଏ ନେଇ ଉଦ୍‌ବେଗ ପ୍ରକାଶ କରିବା ସହ ତହସିଲ କର୍ତୃପକ୍ଷଙ୍କ…

Read More