ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ ମାଡ଼ପିଟ,ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ ଧାରଣା
ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ,ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ ଧାରଣା ନରସିଂହପୁର(ଏନ୍.ଏମ୍.): ନରସିଂହପୁର ଥାନା ଅନ୍ତର୍ଗତ ସାନ ଗାଁରେ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ମାଡ଼ପିଟ ହୋଇଥିବା ଜଣାପଡିଛି । ଏହାକୁ ନେଇ ନରସିଂହପୁର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିବାବେଳେ ଅଭିଯୁକ୍ତଙ୍କ ଗିରଫ ଦାବିରେ ପରିବାର ଲୋକଙ୍କ ଥାନା ସମ୍ମୁଖରେ ଧାରଣା ଦେଇଥିବା ଦେଖିବାକୁ ମିଳିଛି । ଅଭିଯୋଗ ମୁତାବକ ନିଜ ଜମି ଉପରେ ନିତ୍ୟାନନ୍ଦ ସାହୁଙ୍କ ପରିବାର ୩…
