କଟକ ମହାନଗର ଶାନ୍ତି କମିଟିର ନିଷ୍ପତ୍ତି :୨୪ରେ କାଳୀପୂଜା ୨୮ରେ ଭାଷାଣୀ

କଟକ ମହାନଗର ଶାନ୍ତି କମିଟିର ନିଷ୍ପତ୍ତି :୨୪ରେ କାଳୀପୂଜା ୨୮ରେ ଭାଷାଣୀ କଟକ(ଏନ୍‌.ଏମ୍‌.): ଅକ୍ଟୋବର ୨୪ ତାରିଖରେ କାଳୀପୂଜା, ୨୫ରେ ସୂର୍ଯ୍ୟପରାଗ, ୨୬ ଓ ୨୭ ଦୁଇ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ୨୮ଶୁକ୍ରବାର କାଳୀ ଭାଷାଣୀ ଉତ୍ସବ ଅନୁଷ୍ଠିତ ହେବ ବୋଲି କଟକ ମହାନଗର ଶାନ୍ତି କମିଟି ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆଜି ଦରଘାବଜାରସ୍ଥିତ କମିଟିର କାର୍ଯ୍ୟାଳୟରେ କର୍ମକର୍ତ୍ତାଙ୍କ ଏକ ବୈଠକ ସଭାପତି ଦେବେନ୍ଦ୍ରନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସାଧାରଣ…

Read More

ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଭୁବନେଶ୍ୱର(ଏନ୍‌.ଏମ୍‌.): ମହାନ୍ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆଦର୍ଶର ପ୍ରବକ୍ତା, ‘ସଂପୂର୍ଣ୍ଣ କ୍ରାନ୍ତି’ ଭାବଧାରାର ପ୍ରବର୍ତ୍ତକ ତଥା ସାମାଜିକ ନ୍ୟାୟ ପାଇଁ ଅଙ୍ଗୀକାର ବଦ୍ଧ ଜନନେତା ସ୍ୱର୍ଗତ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଜୟନ୍ତୀ ଅବସରରେ ଆଜି ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମରେ…

Read More

ମୁସ୍ତାକ ଅଲ୍ଳୀ ଟି-୨୦: ବିଜୟରୁ ଓଡ଼ିଶାର ଅଭିଯାନ ଆରମ୍ଭ

ମୁସ୍ତାକ ଅଲ୍ଳୀ ଟି-୨୦: ବିଜୟରୁ ଓଡ଼ିଶାର ଅଭିଯାନ ଆରମ୍ଭ କଟକ(ଏନ୍‌.ଏମ୍‌.): ବୋର୍ଡ ଅଫ୍ କଂଟ୍ରୋଲ କ୍ରିକେଟ୍ ଫର ଇଣ୍ଡିଆ(ବିସିସିଆଇ) ଦ୍ୱାରା ପରିଚାଳିତ ସୟଦ ମୁସ୍ତାକଅଲ୍ଲୀ ଟି-୨୦ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆଜିଠୁ ଆରମ୍ଭ ହୋଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ସିକିମ୍ ବିରୋଧରେ ବୃହତ ବିଜୟ ହାସଲ କରିବା ସହ ନିଜର ଅଭିଯାନ ଆରମ୍ଭ କରିଛି । ଗ୍ରୁପ୍‌-ଇରେ ସ୍ଥାନ ପାଇଥିବା ଓଡ଼ିଶା ଆଜି ନିଜର ପ୍ରଥମ ମ୍ୟାଚ୍ ଲକ୍ଷ୍ନୌ ସ୍ଥିତ ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ…

Read More