ଓସିଏର ନୂଆ ସଭାପତି ଭାବେ ଦାୟିତ୍ୱ ନେଲେ ବିଧାୟକ ପ୍ରଣବ ପ୍ରକାଶ ଦାସ

ଓସିଏର ନୂଆ ସଭାପତି ଭାବେ ଦାୟିତ୍ୱ ନେଲେ ବିଧାୟକ ପ୍ରଣବ ପ୍ରକାଶ ଦାସ କଟକ(ଏନ୍‌.ଏମ୍‌.): ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆଜି ଔପଚାରିକ ଭାବେ ଓସିଏର ନୂଆ ସଭାପତି ଦାୟିତ୍ୱ ନେଇଛନ୍ତି । ଓସିଏର ୧୧ତମ ସଭାପତି ଭାବେ ସେ ଦାୟିତ୍ୱ ନେଇଛନ୍ତି । ସଭାପତି ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ଶ୍ରୀ ଦାସଙ୍କ ନେତୃତ୍ୱରେ ରାଜ୍ୟର ଏହି ସର୍ବୋଚ୍ଚ କ୍ରିକେଟ ସଂଘ ଏକ ନୂତନ ସୂର୍ଯ୍ୟୋଦୟ ଦେଖିବ ବୋଲି…

Read More

କାଳୀ ଭସାଣିରେ ମନ ମୋହିଲା ପାରମ୍ପରିକ ବାଦ୍ୟ ସାଙ୍ଗକୁ ଅଘୋରୀ ବାବାଙ୍କ ନୃତ୍ୟ

କାଳୀ ଭସାଣିରେ ମନ ମୋହିଲା ପାରମ୍ପରିକ ବାଦ୍ୟ ସାଙ୍ଗକୁ ଅଘୋରୀ ବାବାଙ୍କ ନୃତ୍ୟ କଟକ(ଏନ୍‌.ଏମ୍‌.): ଚଳିତ ବର୍ଷ କଟକ କାଳୀ ଭସାଣିରେ ପାରମ୍ପରିକ ବାଦ୍ୟ ସାଙ୍ଗକୁ ଅଘୋରୀ ବାବାଙ୍କ ନୃତ୍ୟ ବେଶ ଆକର୍ଷଣ ସୃଷ୍ଟି କରିଛି । ବିଭିନ୍ନ ବାଦ୍ୟର ତାଳେ ତାଳେ ଦୁଲୁକୁଛି କଟକ ସହର । ଘଣ୍ଟ, ଶଙ୍ଖ, ମହୁରୀ, ଦୁଲୁଦୁଲି ସହିତ ବ୍ରାସବ୍ୟାଣ୍ଡର ତାଳେ ତାଳେ ହୋଇଛି ଶକ୍ତିମୟୀ ପାପନାସିନୀ ମା’ କାଳୀଙ୍କ ଭସାଣି ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶାନ୍ତିଶୃଙ୍ଖଳାର ସହ…

Read More

ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ; ଧଉଳି ବିଶ୍ୱଶାନ୍ତିର ବାର୍ତ୍ତା ପ୍ରଚାର କରୁଛି- ମୁଖ୍ୟମନ୍ତ୍ରୀ

ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଧଉଳି ବିଶ୍ୱଶାନ୍ତିର ବାର୍ତ୍ତା ପ୍ରଚାର କରୁଛି- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର (ଏନ୍‌.ଏମ୍‌.): ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ ଅବସରରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର ଶତାଧିକ ବୌଦ୍ଧ ସନ୍ୟାସୀ । ବିଶ୍ୱ ଶାନ୍ତି ଉଦ୍ଦେଶ୍ୟରେ ବୌଦ୍ଧ ସାଧୁ ସନ୍ଥଙ୍କ ଶାନ୍ତିମନ୍ତ୍ରରେ କମ୍ପୁଛି ପରିବେଶ । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସମସ୍ତ ବୌଦ୍ଧ ସନ୍ନ୍ୟାସୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୁଖମନ୍ତ୍ରୀ…

Read More

କୋଣାର୍କରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ

କୋଣାର୍କରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ କୋଣାର୍କ(ଏନ୍‌.ଏମ୍‌.): କୋଣାର୍କ ଠାରେ ଇକୋ ରିଟ୍ରିଟ୍‌ର ଚତୁର୍ଥ ସଂସ୍କରଣ ଚଳିତ ବର୍ଷ ଡିସେମ୍ବର ୧ତାରିଖରୁ ଆରମ୍ଭ ହେବ ବୋଲି ସ୍ଥିର କରାଯାଇଛି । ଏ ସମ୍ପର୍କରେ ଆଜି ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟ୍‌କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ…

Read More

ଆଠଗଡ଼ରେ ମନ୍ତ୍ରୀଙ୍କୁ ବିରୋଧ, କଳାପତାକା ପ୍ରଦର୍ଶନ ୩ ଗିରଫ

ଆଠଗଡ଼ରେ ମନ୍ତ୍ରୀଙ୍କୁ ବିରୋଧ, କଳାପତାକା ପ୍ରଦର୍ଶନ ୩ ଗିରଫ #ଆଠଗଡ଼(ଏନ୍‌.ଏମ୍‌.): ସମ୍ପ୍ରତି ଧାମନଗର ଉପନିର୍ବାଚନ ଯୋଗୁଁ ରାଜ୍ୟରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି । ଶାସକ ବିଜେଡ଼ି ନିଜର ଦପଦପା ଜାହିର କରିବା ପାଇଁ ଧାମନଗର ଆସନକୁ ନିଜ ଅକ୍ତିଆରକୁ ଆଣିବା ନିମନ୍ତେ ସମସ୍ତ କଳ, ବଳ କୌଶଳ ଲଗାଇ ଦେଇଛି । ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ନିଜର ରଣ କୌଶଳ ଜୋରଦାର ଚଳାଇଛନ୍ତି । ଏଭଳି ପରିସ୍ଥିତିରେ ଶାସକ ବିଜେଡିକୁ ମଧ୍ୟ ରାଜ୍ୟର…

Read More