ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ; ଧଉଳି ବିଶ୍ୱଶାନ୍ତିର ବାର୍ତ୍ତା ପ୍ରଚାର କରୁଛି- ମୁଖ୍ୟମନ୍ତ୍ରୀ
ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଧଉଳି ବିଶ୍ୱଶାନ୍ତିର ବାର୍ତ୍ତା ପ୍ରଚାର କରୁଛି- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର (ଏନ୍.ଏମ୍.): ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ ଅବସରରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର ଶତାଧିକ ବୌଦ୍ଧ ସନ୍ୟାସୀ । ବିଶ୍ୱ ଶାନ୍ତି ଉଦ୍ଦେଶ୍ୟରେ ବୌଦ୍ଧ ସାଧୁ ସନ୍ଥଙ୍କ ଶାନ୍ତିମନ୍ତ୍ରରେ କମ୍ପୁଛି ପରିବେଶ । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସମସ୍ତ ବୌଦ୍ଧ ସନ୍ନ୍ୟାସୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୁଖମନ୍ତ୍ରୀ…
