ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ; ଧଉଳି ବିଶ୍ୱଶାନ୍ତିର ବାର୍ତ୍ତା ପ୍ରଚାର କରୁଛି- ମୁଖ୍ୟମନ୍ତ୍ରୀ
ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଧଉଳି ବିଶ୍ୱଶାନ୍ତିର ବାର୍ତ୍ତା ପ୍ରଚାର କରୁଛି- ମୁଖ୍ୟମନ୍ତ୍ରୀ [caption id="attachment_6754" align="alignnone" width="300"] News by B. Mishra (Bhubaneswar)[/caption] ଭୁବନେଶ୍ୱର (ଏନ୍.ଏମ୍.): ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ ଅବସରରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର…












