ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି :ଗଣଶିକ୍ଷା ମନ୍ତ୍ରୀ

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି :ଗଣଶିକ୍ଷା ମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀସମୀର ରଞ୍ଜନ ଦାଶ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶତକଡ଼ା ୯୦ରୁ ଅଧିକ ନମ୍ବର ରଖିଥିବା ୧୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଲ୍ୟାପ୍‌ଟପ୍ ପ୍ରଦାନ କରିଛନ୍ତି । ଆଜି ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଦାଶ କହିଲେ ଯେ, ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା…

Read More

ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କର୍ମଶାଳା #

ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କର୍ମଶାଳା – କିଶୋର କିଶୋରୀ ଓ ଯୁବ ସାମ୍ବାଦିକଙ୍କ ଦକ୍ଷତା ବିକାଶ କର୍ମଶାଳା ଆୟୋଜିତ – ୩୦ ଜଣ ଗୋଷ୍ଠୀ ବେତାର ଯୁବ ସାମ୍ବାଦିକଙ୍କୁ ତାଲିମ ପ୍ରଦାନ #କୋଣାର୍କ(ଏନ୍‌.ଏମ୍‌.): କୋଣାର୍କ ସ୍ଥିତ ଯାତ୍ରୀନିବାସ ଠାରେ ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କେନ୍ଦ୍ରମାନଙ୍କର କୌଶଳ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ଦୁଇ ଦିନିଆ କର୍ମଶାଳାରେ ରାଜ୍ୟର ୧୫ ଟି ଗୋଷ୍ଠୀ ବେତାର କେନ୍ଦ୍ରରୁ ୩୦ ଜଣ କିଶୋର କିଶୋରୀ ଓ ଯୁବ…

Read More

ଏସ୍‌ସିବି ମେଡିକାଲ ହୃଦ୍‌ବକ୍ଷ ଶଲ୍ୟ ବିଭାଗରେ ଜଟିଳ ଅସ୍ତ୍ରୋପଚାର

ଏସ୍‌ସିବି ମେଡିକାଲ ହୃଦ୍‌ବକ୍ଷ ଶଲ୍ୟ ବିଭାଗରେ ଜଟିଳ ଅସ୍ତ୍ରୋପଚାର କଟକ(ଏନ୍‌.ଏମ୍‌.): ସ୍ୱାସ୍ଥ୍ୟ କ୍ଷେତ୍ରରେ କଟକ ବଡ଼ଡାକ୍ତରଖାନା(ଏସସିବି)ର ସୁନାମ ରହିଛି । ସରକାର ଏସସିବି ମେଡ଼ିକାଲର ଭିତ୍ତିଭୂମିର ବିକାଶ କରାଇବା ପରେ ଏଠାରେ ବହୁ ଜଟିଳ ରୋଗର ଚିକିତ୍ସା ସହଜସାଧ୍ୟ ହୋଇ ପାରିଛି । ତେବେ ଚିକିତ୍ସା କ୍ଷେତ୍ରରେ ଏସସିବିକୁ ଆଉ ଏକ ସଫଳତା ମିଳିଛି । ହୃଦ୍‌ବକ୍ଷ ଶଲ୍ୟ ବିଭାଗରେ ଏକ ଜଟିଳ ଓ ବିରଳ ଅସ୍ତ୍ରୋପଚାର କରାଯାଇଛି । ଆକ୍ୟୁଟ୍ ପଲମ୍ୟୁନାର ଥ୍ରମ୍ବୋଏମ୍ବୋଲିଜମ୍ ବା ଫୁସ୍‌ଫୁସ୍‌ରୁ…

Read More

୩ ଚୋରା ବନ୍ଧୁକ ବେପାରୀଙ୍କୁ ମାଡ଼ିବସିଲା ପୁଲିସ : ବିହାରରୁ ଆଣି କଟକରେ ବିକ୍ରି କରୁଥିଲେ

୩ ଚୋରା ବନ୍ଧୁକ ବେପାରୀଙ୍କୁ ମାଡ଼ିବସିଲା ପୁଲିସ : ବିହାରରୁ ଆଣି କଟକରେ ବିକ୍ରି କରୁଥିଲେ କଟକ(ଏନ୍‌.ଏମ୍‌.): ରାଜ୍ୟ ବାହାରୁ ଚୋରା ବନ୍ଧୁକ ଓ ଗୁଳି ଆମଦାନୀ ହେଉଥିବା ବିଷୟରେ ପର୍ଦ୍ଦାଫାସ କରିଛି କଟକ କମିଶନରେଟ ପୁଲିସ । ଏ ନେଇ ସ୍ପେଶାଲ ସ୍କ୍ୱାର୍ଡ଼ ଓ ଲାଲବାଗ ଥାନା ପୁଲିସକୁ ବଡ ସଫଳତା ମିଳିଛି । ବିଳମ୍ବିତ ରାତିରେ ଡିଲ ଚାଲିଥିବାବେଳେ ପୁଲିସ ତିନି ବେପାରୀଙ୍କୁ ମାଡି ବସିଛି । ଅଭିଯୁକ୍ତମାନଙ୍କ ଠାରୁ ୩ଟି ବନ୍ଧୁକ, ୧୫ରାଉଣ୍ଡ…

Read More

ଡିଆଇପିଆରଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଡିଆଇପିଆରଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଭୁବନେଶ୍ୱରସ୍ଥିତ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନ ଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ତିନିଦିନିଆ ହିସାବ ରକ୍ଷଣ ଓ ବିତ୍ତୀୟ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ କହିଥିଲେ ଯେ, ଏହା ଦ୍ୱାରା ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଅଧିକ…

Read More

କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା: ହଟିଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା, ସମସ୍ତଙ୍କୁ ନିୟମିତ କରାଯିବ

କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ହଟିଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା, ସମସ୍ତଙ୍କୁ ନିୟମିତ କରାଯିବ ଭୁବନେଶ୍ୱର(ଏନ୍‌.ଏମ୍‌.): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଏକ ବଡ଼ ଘୋଷଣା କରିଛନ୍ତି । ବିଶେଷ କରି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ହଟାଇ ନିୟମିତ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ତେବେ ପରଦିନ ଏହାର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି । ଏ ନେଇ ରାଜ୍ୟର ୫୭ହଜାରରୁ…

Read More

ଧୋବା ପ୍ରଧାନ ହତ୍ୟାକାଣ୍ଡ ଘଟଣାର ଅନ୍ୟତମ ଅଭିଯୁକ୍ତ ଗିରଫ,

ଧୋବା ପ୍ରଧାନ ହତ୍ୟାକାଣ୍ଡ ଘଟଣାର ଅନ୍ୟତମ ଅଭିଯୁକ୍ତ ଗିରଫ ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡ଼ା ଥାନା ଅଧୀନ ଯୋଗିଆପଲ୍ଲୀ ପଞ୍ଚାୟତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ଗତ ୨୦୧୯ ମସିହାରେ ସଂଘଟିତ ଧୋବା ପ୍ରଧାନ ହତ୍ୟାକାଣ୍ଡ ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ପୁଲିସ ସ୍ଥାନୀୟ ଅଂଚଳରୁ ଆଉ ଜଣେ ବ୍ୟକ୍ତିଙ୍କୁ ଗୁରୁବାର ଗିରଫ କରିଛି । ଗିରଫ ବ୍ୟକ୍ତିଙ୍କ ନାମ ଇଶ୍ୱର ପ୍ରଧାନ ବୋଲି ଆଇଆଇସି ରମେଶ କୁମାର ଦେବତା ସୂଚନା ଦେଇଥିଲେ । ଘଟଣା ପରଠାରୁ ସଂପୃକ୍ତ ବ୍ୟକ୍ତି ଫେରାର ହୋଇ…

Read More

ଓଡ଼ିଶା କେମିଷ୍ଟ ଆଣ୍ଡ ଡ୍ରଗ ଆସୋସିଏସନର ନିଷ୍ପତ୍ତି : ରାଜ୍ୟ ବାହାରୁ ମେଡିସିନ କିଣା ଉପରେ ଲାଗିବ କଟକଣା ;

ଓଡ଼ିଶା କେମିଷ୍ଟ ଆଣ୍ଡ ଡ୍ରଗ ଆସୋସିଏସନର ନିଷ୍ପତ୍ତି ରାଜ୍ୟ ବାହାରୁ ମେଡିସିନ କିଣା ଉପରେ ଲାଗିବ କଟକଣା , କଟକ(ଏନ୍‌.ଏମ୍‌.): ଏଣିକି ରାଜ୍ୟ ବାହାରୁ ମେଡ଼ିସିନ କିଣା ଉପରେ କଟକଣା ଲଗାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟ ବାହାରର କିଛି ଅସାଧୁ ବ୍ୟବସାୟୀ ଅଧିକ ଅର୍ଥ ପାଇବା ଆଶାରେ ନକଲି ଔଷଧ ପ୍ରସ୍ତୁତ କରି ଲୋକଙ୍କ ଜୀବନ ସହ ଖେଳିବା ଆରମ୍ଭ କରିଛନ୍ତି । ଫଳରେ ଜୀବନ ରକ୍ଷା ନିମନ୍ତେ ସେବନ କରାଯାଉଥିବା ଔଷଧ ପ୍ରାଣଘାତୀ…

Read More

ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଲିମିଟେଡର ଅଧ୍ୟକ୍ଷ ଭାବେ ଡକ୍ଟର ଲେନିନ୍ ମହାନ୍ତିଙ୍କ ଦାୟିତ୍ୱଗ୍ରହଣ

ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଲିମିଟେଡର ଅଧ୍ୟକ୍ଷ ଭାବେ ଡକ୍ଟର ଲେନିନ୍ ମହାନ୍ତିଙ୍କ ଦାୟିତ୍ୱଗ୍ରହଣ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଲିମିଟେଡର ଅଧ୍ୟକ୍ଷ ଭାବେ ଡକ୍ଟର ଲେନିନ୍ ମହାନ୍ତି ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେଆଜି ଡକ୍ଟର ମହାନ୍ତି ଓଟିଡିସି କାର୍ଯ୍ୟାଳୟରେ ପହଞ୍ଚି ପୂର୍ବତନ ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତାସ୍ନିଗ୍ଧା ମିଶ୍ରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । କାର୍ଯ୍ୟାଳୟରେ ପହଁଚିବା ପରେ ରାଜ୍ୟ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ,…

Read More

ପୁରୁଣା କଟକ-ସମ୍ବଲପୁର ରାସ୍ତାର ମଞ୍ଚେଶ୍ୱର୍ ଠାରୁ ଆଠଗଡ ସହର ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ବେଫିକର ବିଭାଗୀୟ ଅଧିକାରୀ

ପୁରୁଣା କଟକ-ସମ୍ବଲପୁର ରାସ୍ତାର ମଞ୍ଚେଶ୍ୱର୍ ଠାରୁ ଆଠଗଡ ସହର ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ବେଫିକର ବିଭାଗୀୟ ଅଧିକାରୀ ଆଠଗଡ଼(ଏନ୍‌.ଏମ୍‌.): ଗୋଟିଏ ପରେ ସରକାର ଗମନାଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରି ରାସ୍ତାଘାଟର ଉନ୍ନତିକରଣ ତଥା ନବୀକରଣ କରୁଥିବାବେଳେ କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଥିବା ଅଭିଯୋଗ ହୋଇଛି । ସ୍ଥାନୀୟ ମଞ୍ଚେଶ୍ୱର ଠାରୁ ଆଠଗଡ଼ ବଜାର ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଥିବାବେଳେ ବିଭାଗୀୟ ଅଧିକାରୀ ବେଫିକର ହୋଇ…

Read More

ହାଇକୋର୍ଟ ଗଲା ଅର୍ଚ୍ଚନା ମାମଲା; ପୁଲିସ୍ ବଦଳରେ ଇଡି ଦ୍ୱାରା ତଦନ୍ତ କରାଯିବାକୁ ନିବେଦନ ;

ହାଇକୋର୍ଟ ଗଲା ଅର୍ଚ୍ଚନା ମାମଲା; ପୁଲିସ୍ ବଦଳରେ ଇଡି ଦ୍ୱାରା ତଦନ୍ତ କରାଯିବାକୁ ନିବେଦନ କଟକ(ଏନ୍‌.ଏମ୍‌.): ବହୁର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ମାମଲାକୁ ନେଇ ରାଜ୍ୟ ଦୁଲୁକିଛି । ବିଭିନ୍ନ ମହଲରେ କେବଳ ଗୋଟିଏ ଚର୍ଚ୍ଚା ଅର୍ଚ୍ଚନା ନାଗ । ତେବେ ଏହି ମାମଲା ଏବେ ହାଇକୋର୍ଟରେ ପହଞ୍ଚିଛି । ତାଙ୍କୁ ବାନ୍ଧି ଦେଇ ଚୁପ୍ ବସିରହିଛି ପୁଲିସ୍ । ଅର୍ଚ୍ଚନାଙ୍କ ଗିରଫଦାରୀଙ୍କୁ ୧୦ଦିନରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ବି ତାଙ୍କୁ ରିମାଣ୍ଡରେ ଆଣିବା ନାଁ ଧରୁନି ପୁଲିସ୍…

Read More

ଅଫିସିଆଲ୍ ଟ୍ରେଲର ରିଲିଜ୍‌ ବଡପରଦାରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ‘ବୋଉର ହାତ ବାକ୍ସ’,

ଅଫିସିଆଲ୍ ଟ୍ରେଲର ରିଲିଜ୍‌ ବଡପରଦାରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ‘ବୋଉର ହାତ ବାକ୍ସ’ ଭୁବନେଶ୍ୱର(ଏନ୍‌.ଏମ୍‌.): ଭୂବନେଶ୍ୱର ଠାରେ ଏକ ପଞ୍ଚତାରକା ହୋଟେଲରେ ନୂଆ ଚଳଚ୍ଚିତ୍ର “ବୋଉର ହାତ ବାକ୍ସ’ର ଅଫିସିଆଲ୍ ଟ୍ରେଲର ରିଲିଜ୍ ହୋଇ ବୁଦ୍ଧିଜୀବୀଙ୍କ ଦ୍ୱାରା ଆଦୃତି ଲାଭ କରିଥିଲା । ଏହି ଅବସରରେ ବରିଷ୍ଠ ପ୍ରଯୋଜକ ପ୍ରଦ୍ୟୁମ୍ନ ଲେଙ୍କା ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଯୋଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅନ୍ୟତମ ଅତିଥି ଭାବେ ନିର୍ଦ୍ଦେଶକ ନାରାୟଣ…

Read More