ବରିଷ୍ଠ ବିଜେଡି ନେତା ପ୍ରଦୀପ ମାଝୀଙ୍କ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ରୂପେ ଦାୟିତ୍ୱ ଗ୍ରହଣ
ବରିଷ୍ଠ ବିଜେଡି ନେତା ପ୍ରଦୀପ ମାଝୀଙ୍କ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ରୂପେ ଦାୟିତ୍ୱ ଗ୍ରହଣ #ଭୁବନେଶ୍ୱର(ଏନ୍.ଏମ୍.): ପୂର୍ବତନ ନବରଙ୍ଗପୁର ସାଂସଦ, ଦକ୍ଷିଣ ଓଡ଼ିଶାର ଟାଣୁଆ ଆଦିବାସୀ ନେତା ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ରାୟଗଡ଼ା…
