ଖ୍ରୀଷ୍ଟକଲେଜରେ ଆନ୍ତଃମହାବିଦ୍ୟାଳୟ ବ୍ୟାଡମିଣ୍ଟନ ଚାମ୍ପିଅନସିପ୍ ଟୁର୍ଣ୍ଣାମେଣ୍ଟ
ଖ୍ରୀଷ୍ଟକଲେଜରେ ଆନ୍ତଃମହାବିଦ୍ୟାଳୟ ବ୍ୟାଡମିଣ୍ଟନ ଚାମ୍ପିଅନସିପ୍ ଟୁର୍ଣ୍ଣାମେଣ୍ଟ [caption id="attachment_6900" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍.ଏମ୍.): ଉତ୍କଳ ବିଶ୍ୱବିଦ୍ୟାଳୟର ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଟୁର୍ଣ୍ଣାମେଣ୍ଟ ଖ୍ରୀଷ୍ଟକଲେଜର ବିଜୁପଟ୍ଟନାୟକ ଇଣ୍ଡୋର ସ୍ପୋର୍ଟସ କମ୍ପେ୍ଲକ୍ସରେ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟକୁ ଆନୁଷ୍ଠାନିକ ଭାବେ ଖ୍ରୀଷ୍ଟକଲେଜ ପରିଚାଳନା ସମିତିର…

