ଶିମିଳିହାଣ୍ଡ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଶିମିଳିହାଣ୍ଡ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା #ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ୱାର ବ୍ଲକ୍ ଅନ୍ତର୍ଗତ କୟଳପଡା ପଞ୍ଚାୟତ ଶିମିଳିହାଣ୍ଡ ଗ୍ରାମ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଅମଲା ସିଂଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି କାର୍ଯ୍ୟକ୍ରମକୁ ମାତୃସେବା ଆଞ୍ଚଳିକ ସାଧନ କେନ୍ଦ୍ର ସିଆର୍‌ସିସି ଜ୍ଞାନରଞ୍ଜନ ବିଶ୍ୱାଳ ସଭାପତିତ୍ୱ କରିଥିବାବେଳ, ମୁଖ୍ୟଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶୈଳବାଳା ନାୟକ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଗୁରୁଡୁଝାଟିଆ ଉଚ୍ଚ ବିଦ୍ୟାଳୟର…

Read More

ଇଷ୍ଟ ଜୋନ ଇଣ୍ଟର ୟୁନିଭର୍ସିଟି ପୁରୁଷ ଫୁଟବଲ ଟୁର୍ନାମେଣ୍ଟରେ ଯୋଗ ଦେବାକୁ ଗଲେ ମହମ୍ମଦ ସାକେଲିନ

ଇଷ୍ଟ ଜୋନ ଇଣ୍ଟର ୟୁନିଭର୍ସିଟି ପୁରୁଷ ଫୁଟବଲ ଟୁର୍ନାମେଣ୍ଟରେ ଯୋଗ ଦେବାକୁ ଗଲେ ମହମ୍ମଦ ସାକେଲିନ କଟକ(ଏନ୍‌.ଏମ୍‌.): ସମ୍ପ୍ରତି ରାଜ୍ୟରେ କ୍ରୀଡ଼ାର ଦ୍ରୁତ ବିକାଶ ଘଟିଛି । ରାଜ୍ୟସରକାରଙ୍କ ଉଦ୍ୟମ କ୍ରମେ ଏବେ ବହୁ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ଚିହ୍ନଟ କରାଯାଇଛି । ତେବେ ରାଞ୍ଚି ଠାରେ ଅନୁଷ୍ଠିତ ହେବାକୁ ଥିବା ଇଷ୍ଟ ଜୋନ ଇଣ୍ଟର ୟୁନିଭର୍ସିଟି ପୁରୁଷ ଫୁଟବଲ ଟୁର୍ନାମେଣ୍ଟରେ ଖେଳିବାକୁ ଉତ୍କଳ ୟୁନିଭର୍ସିଟି ପକ୍ଷରୁ ମନୋନୀତ ହୋଇଛନ୍ତି । ଏହି ଟିମର ୨୦ ଜଣ ଖେଳାଳି…

Read More

ଓଡ଼ିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ(OPTCL) ରେ ବାହାରିଲା ନିଯୁକ୍ତି

ଓଡ଼ିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ(OPTCL) ରେ ବାହାରିଲା ନିଯୁକ୍ତି ଭୁବନେଶ୍ୱର (ଏନ୍‌.ଏମ୍‌.) : ଯୁବକ ଯୁବତୀଙ୍କ ପାଇଁ ଖୁସିଖବର । ଓଡିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ୍‌ରେ ବାହାରିଲା ନିଯୁକ୍ତି ସୁଯୋଗ । ୨୮୦ ଟି ପଦବୀ ପଡିଛି ଖାଲି । ତେବେ ଇଲେକ୍ଟ୍ରିସିଆନ ଆଇଟିଆଇ ଟ୍ରେଡ ଆପ୍ରେଣ୍ଟାଇସ ପାଇଁ ୨୪୦ଟି ଓ ଇଲେକ୍ଟ୍ରୋନିକ୍ସ ମେକାନିକ ଆଇଟିଆଇ ଟ୍ରେଡ ଆପ୍ରେଣ୍ଟାଇସ ପାଇଁ ୪୦ଟି ପଦବୀ ଖାଲି ରହିଛି । ପ୍ରାର୍ଥୀମାନେ ମୁଖ୍ୟତ ପ୍ରାସଙ୍ଗିକ ଟ୍ରେଡରେ ଆଇଟିଆଇ…

Read More

ଏନ୍‌ଏଲ୍‌ୟୂର ଉନ୍ନତ ଭାରତ ପକ୍ଷରୁ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ

ଏନ୍‌ଏଲ୍‌ୟୂର ଉନ୍ନତ ଭାରତ ପକ୍ଷରୁ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ କଟକ(ଏନ୍‌.ଏମ୍‌.): କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୂ)ର ଉନ୍ନତ ଭାରତ ଅଭିଯାନ ପକ୍ଷରୁ ଏକ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଭିଯାନ ପକ୍ଷରୁ ଡମପଡା ପଞ୍ଚାୟତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ କ୍ୟାରିଅର୍ କାଉନ୍‌ସେଲିଂ ସମ୍ପର୍କରେ ଏକ ସଂକ୍ଷିପ୍ତ ନାଟକ ପରିବେଷଣ କରାଯାଇଥିଲା । ଏହି ଅବସରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଚଳନ କରାଯାଇଥିବା ବିଭିନ୍ନ ସ୍କଲାର୍‌ସିପ୍…

Read More