ମେକ୍ ଇନ୍ ଓଡ଼ିଶା ମହାକୁମ୍ଭ କାଲିଠୁ ଆରମ୍ଭ: ଯୋଗଦେବେ ୧୦୦ରୁ ଅଧିକ ଶିଳ୍ପପତି

ମେକ୍ ଇନ୍ ଓଡ଼ିଶା ମହାକୁମ୍ଭ କାଲିଠୁ ଆରମ୍ଭ: ଯୋଗଦେବେ ୧୦୦ରୁ ଅଧିକ ଶିଳ୍ପପତି ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ମେକ ଇନ ଓଡ଼ିଶା ମହାକୁମ୍ଭ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ୭ଟି ପ୍ରମୁଖ ସେକ୍ଟର ଉପରେ ଫୋକସ୍ ରଖାଯାଇଛି । ମେଟାଲ ଓ ମିନେରାଲ, ପେଟ୍ରୋକେମିକାଲ, ଟେକ୍ସଟାଇଲ, ଫୁଡ଼ ପ୍ରୋସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଏବଂ ଆଇଟି ସେକ୍ଟରକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଏଥିରେ ୧୦୦ରୁ ଅଧିକ ଶିଳ୍ପପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି…

Read More

ପଦ୍ମପୁର ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମୀକ୍ଷା ବୈଠକ

ପଦ୍ମପୁର ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମୀକ୍ଷା ବୈଠକ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ: ସିଇଓ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାର ବରଗଡ଼ ଜିଲ୍ଲା୧-ପଦ୍ମପୁର ବିଧାନସଭା ଆସନ ପାଇଁ ଅନୁଷ୍ଠିତ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ପଦ୍ମପୁର ଗସ୍ତରେ ଯାଇ ଏକ ସମୀକ୍ଷା ବୈଠକ କରିଛନ୍ତି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଏବଂ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କୁ ନେଇ…

Read More

କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡ଼ି) ସମୟ ପରିବର୍ତ୍ତନ

କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡ଼ି) ସମୟ ପରିବର୍ତ୍ତନ ଭୁବନେଶ୍ୱର(ଏନ୍‌.ଏମ୍‌.): ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ଆସନ୍ତା ଡିସେମ୍ବର ମାସ ୧ତାରିଖରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ବହିର୍ବିଭାଗ (ଓପିଡ଼ି) ଖୋଲା ରହିବ କିନ୍ତୁ ଅପରାହଅ ୧ଟାରୁ ୨ଟା ମଧ୍ୟାହ୍ନ ଭୋଜନ ପାଇଁ ବନ୍ଦ ରହିବ । ଏଥିପାଇଁ ପଞ୍ଜିକରଣ କାଉଣ୍ଟର ସକାଳ ୮ଟା ୩୦ରୁ ଦିନ ୧୨ଟା ୩୦ ଓ ୧ଟା ୩୦ରୁ ୪ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଖୋଲା ରହିବ ।…

Read More

ଭାରତ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ନୂଆ ଶ୍ରମିକ ବିଧାନ ସମ୍ପର୍କରେ ସାମ୍ବାଦିକଙ୍କ ପାଇଁ କର୍ମଶାଳା

ଭାରତ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ନୂଆ ଶ୍ରମିକ ବିଧାନ ସମ୍ପର୍କରେ ସାମ୍ବାଦିକଙ୍କ ପାଇଁ କର୍ମଶାଳା #କୋଣାର୍କ(ଏନ୍‌.ଏମ୍‌.): ଭାରତ ସରକାରଙ୍କ ଶ୍ରମ ଓ ରୋଜଗାର ମନ୍ତ୍ରାଳୟ ଅଧିନସ୍ଥ ରାଷ୍ଟ୍ରୀୟ ଶ୍ରମିକ ଶିକ୍ଷା ଓ ବିକାଶ ବୋର୍ଡ ଦ୍ୱାରା କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କୋଣାର୍କ ସ୍ଥିତ ଅର୍କଶ୍ରୀ ଶିଳ୍ପୀ ବାଟିକା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୋଣାର୍କ, ନିମାପଡ଼ା, ଗୋପ, କାକଟପୁର, ପୁରୀ ଆଦି ବହୁ ସାମ୍ବାଦିକ ସଂଘର ସାମ୍ବାଦିକମାନେ ଉପସ୍ଥିତ ଥିଲେ ।…

Read More