ଓଡିଶା ରାଜ୍ୟ ପୁସ୍ତକ ମହୋତ୍ସବ -୨୦୨୨ ‘ଅକ୍ଷର’ ଉଦଯାପିତ
ଓଡିଶା ରାଜ୍ୟ ପୁସ୍ତକ ମହୋତ୍ସବ -୨୦୨୨ ‘ଅକ୍ଷର’ ଉଦଯାପିତ ୪ର୍ଥ ରାଜ୍ୟ ପୁସ୍ତକ ମହୋତ୍ସବ ସଫଳ ହୋଇଛି : ସଂସ୍କୃତି ମନ୍ତ୍ରୀ ଭୁବନେଶ୍ୱର(ଏନ୍.ଏମ୍.): ଡିସେମ୍ବର ୯ତାରିଖରୁ ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ହୋଇଥିବାରାଜ୍ୟ ପୁସ୍ତକ ମହୋତ୍ସବ -୨୦୨୨ ଅକ୍ଷର ଉଦଯାପିତ ହୋଇଯାଇଛି । ଉଦଯାପନୀ ସଭାରେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଓଡିଆ ଭାଷା, ସାହିତ୍ୟ ,ସଂସ୍କୃତି…
