ଓଟିଏମର ୫୨୧ ଏକର ଜମିକୁ ଦଖଲ କଲା ପ୍ରଶାସନ, ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା : ଜିଲ୍ଲାପାଳ
ଓଟିଏମର ୫୨୧ ଏକର ଜମିକୁ ଦଖଲ କଲା ପ୍ରଶାସନ, ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା : ଜିଲ୍ଲାପାଳ #କଟକ(ଏନ୍.ଏମ୍.): ଚୌଦ୍ୱାର ଅଞ୍ଚଳର ବହୁ ଚର୍ଚ୍ଚିତ ଓଡ଼ିଶା ଟେକ୍ସଟାଇଲ ମିଲ ପ୍ରାଇଭେଟ ଲିମିଟେଡ଼(ଓଟିଏମ) ମାମଲା ଏବେ ଶେଷ ପର୍ଯ୍ୟାୟରେ ପହଞ୍ôଚଛି । ତେବେ ଏହାକୁ ନେଇ ହାଇକୋର୍ଟ ୫ତାରିଖ ଅପରାହ୍ନ ୪ଟା ସୁଦ୍ଧା ଓଟିଏମ ଜମିକୁ ରାଜ୍ୟସରକାର ହାତକୁ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ତେବେ ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟାଙ୍ଗୀ-ଚୌଦ୍ୱାର ତହସିଲଦାର ଓଟିଏମ ଜମିର…
