ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ସଲିଳ ସମାଧି
ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ସଲିଳ ସମାଧି #ସାଲେପୁର (ଏନ୍.ଏମ୍.): ପୋଖରୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦପୂର୍ଣ୍ଣ ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ୍ ବନମାଳିପୁର ଗ୍ରାମରେ । ଉକ୍ତ ଗ୍ରାମର ସତ୍ୟସୁନ୍ଦର ପଣ୍ଡାଙ୍କ ଦୁଇ ଝିଅ (ଜଣଙ୍କୁ ୯ ବର୍ଷ ଓ ଅନ୍ୟ ଜଣଙ୍କୁ ୫ ବର୍ଷ ହୋଇଥିଲା) ସକାଳେ ଘର ବାହାରେ ଖେଳୁଥିଲେ । ତେବେ କିଛି ସମୟ ପରେ ସେମାନଙ୍କୁ ସେଠାରେ ନପାଇବାରୁ ଘର…
