ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ସଲିଳ ସମାଧି
ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ସଲିଳ ସମାଧି [caption id="attachment_7482" align="alignnone" width="201"] News by Biswjit Dalai (Salepur)[/caption] #ସାଲେପୁର (ଏନ୍.ଏମ୍.): ପୋଖରୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦପୂର୍ଣ୍ଣ ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ୍ ବନମାଳିପୁର ଗ୍ରାମରେ…












