ହକି ବିଶ୍ୱକପ୍ ଆୟୋଜନ ତଥା ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ
ହକି ବିଶ୍ୱକପ୍ ଆୟୋଜନ ତଥା ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ ଲଗାତର ଭାବେ ଦ୍ୱିତୀୟ ଥର ପାଇଁ ବିଶ୍ୱକପ୍ ଆୟୋଜନ ଓଡିଶାର ଗୌରବ ବଢାଇଛି ସରକାରଙ୍କୁ ଧନ୍ୟବାଦ ଦେଲେ ସବୁ ଦଳ #ଭୁବନେଶ୍ୱର(ଏନ୍.ଏମ୍.): ୨୦୨୩ ପୁରୁଷ ବିଶ୍ୱକପ୍ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍ଭେନସେଣ୍ଟର ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ…
