ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି
ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଭୁବନେଶ୍ୱର(ଏନ୍.ଏମ୍.): ମହାନ୍ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆଦର୍ଶର ପ୍ରବକ୍ତା, ‘ସଂପୂର୍ଣ୍ଣ କ୍ରାନ୍ତି’ ଭାବଧାରାର ପ୍ରବର୍ତ୍ତକ ତଥା ସାମାଜିକ ନ୍ୟାୟ ପାଇଁ ଅଙ୍ଗୀକାର ବଦ୍ଧ ଜନନେତା ସ୍ୱର୍ଗତ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଜୟନ୍ତୀ ଅବସରରେ ଆଜି ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମରେ…
