ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ଭୁବନେଶ୍ୱର (ଏନ୍.ଏମ୍.): ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପରେ ଅନେକ ଅଭିଭାବକ ଓ ଛାତ୍ରଛାତ୍ରୀ ବର୍ତ୍ତମାନ ସେମାନଙ୍କ ଫଳାଫଳ ଓ ବୋର୍ଡର ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ପ୍ରକାଶ କରିବା ସହିତ ମୂଲ୍ୟାୟନ ପଦ୍ଧତି ପରିବର୍ତନ ଉପରେ ପ୍ରଶ୍ନ ଉଠାଇଛନ୍ତି । କରୋନା ପାଇଁ ଏବର୍ଷର ପରୀକ୍ଷା…
