ଖଣ୍ଡପଡା ଉପ ଡାକଘରେ ଜାତୀୟ ପତାକା ବିକ୍ରିର ଶୁଭାରମ୍ଭ
ଖଣ୍ଡପଡା ଉପ ଡାକଘରେ ଜାତୀୟ ପତାକା ବିକ୍ରିର ଶୁଭାରମ୍ଭ ଖଣ୍ଡପଡା(ଏନ୍.ଏମ୍.): ଦେଶ ସ୍ୱାଧୀନତା ପ୍ରାପ୍ତିର ୭୫ବର୍ଷ ପାଳନ ହେଉଛି । ଏହି ପରିପ୍ରେକ୍ଷୀରେ ଦେଶ ତମାମ ଘରେ ଘରେ ତ୍ରିରଙ୍ଗା ଉଡ଼ାଇ ସ୍ୱାଧୀନତା ଦିବସକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ତେଣୁ ଆଜାଦ କି ଅମୃତ ମହୋତ୍ସବ ପାଳନ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ସଫଳ ରୁପାୟନ ପାଇଁ ପ୍ରଶାସନସ୍ତରରେ ଉଦ୍ୟମ ଜାରି ରହିଛି । ଏହି କ୍ରମରେ ଖଣ୍ଡପଡା…
