ନଗର ଉନ୍ନୟନ ମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ
ନଗର ଉନ୍ନୟନ ମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ ଯାତ୍ରୀମାନଙ୍କର ସୁବିଧା ପାଇଁ ଖୋଲିବ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯିବା ପାଇଁ ଗୁରୁତ୍ୱ ଭୁବନେଶ୍ୱର(ଏନ୍.ଏମ୍.): ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଊଷା ଦେବୀଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ପୂର୍ତ୍ତ ଅତିଥି ନିବାସଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି । ରଥଯାତ୍ରା ପରିପ୍ରେକ୍ଷୀରେ ଜନସାଧାରଣ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭକ୍ତମାନଙ୍କ ସୁବିଧା ନିମନ୍ତେ ଶ୍ରୀଗୁଣ୍ଡିଚା ଠାରୁ ନିଳାଦ୍ରୀ ବିଜେ…
