ଚଳଚ୍ଚିତ୍ର ‘ଦୃଷ୍ଟିକୋଣ’ର ସ୍ୱତନ୍ତ୍ର ସିନେ କ୍ରିିଟିକ୍ ସୋ
ଚଳଚ୍ଚିତ୍ର ‘ଦୃଷ୍ଟିକୋଣ’ର ସ୍ୱତନ୍ତ୍ର ସିନେ କ୍ରିିଟିକ୍ ସୋ ଭୁବନେଶ୍ୱର (ଏନ୍.ଏମ୍.): ପୁଣି ମୁଖ୍ୟସ୍ରୋତକୁ ଫେରିବ କି ଓଡିଆ ଚଳଚ୍ଚିତ୍ର? ଓଡିଆ ଚଳଚ୍ଚିତ୍ର ଦେଖିବାକୁ ପ୍ରେକ୍ଷାଳୟକୁ ଆସିବେ କି ଓଡିଆ ଦର୍ଶକ? ଏମିତି ଅନେକ ଅସମାହିତ ପ୍ରଶ୍ନର ଉତ୍ତର ଖୋଜା ଚାଲିଛି । ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବା ପୂର୍ବରୁ ଓଡିଆ ଚଳଚ୍ଚିତ୍ର ଦୃଷ୍ଟିକୋଣର ଏକ ପ୍ରେସ ସୋ ସ୍ଥାନୀୟ ସ୍ୟାଣ୍ଡି ଟାୱାର ଠାରେ ଆୟୋଜିତ ହୋଇଛି । ସିନେ କ୍ରିଟିକ, ସିନେ ପ୍ରେମୀ, ସାମ୍ବାଦିକଙ୍କ ଗହଣରେ ଆୟୋଜିତ ଏହି…
