ନିସ୍ ଶିକ୍ଷାନୁଷ୍ଠାନରେ ଜାତୀୟ ସେମିନାର
ନିସ୍ ଶିକ୍ଷାନୁଷ୍ଠାନରେ ଜାତୀୟ ସେମିନାର ଭୁବନେଶ୍ୱର(ଏନ୍.ଏମ୍.) : ଭୁବନେଶ୍ୱର ମଦନପୁର ସ୍ଥିତ ନିସ୍ ଇନଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ ପରିସରରେ ଜାତୀୟ ସେମିନାର ଅନୁଷ୍ଠିତ ହୋଇଛି । ଏହାର ଶୀର୍ଷକ ରହିଛି ‘୪ର୍ଥ ଶିଳ୍ପ ବିପ୍ଳବ ଏବଂ ଏହି ଦିଗରେ ବାଣିଜ୍ୟ ଜଗତର କ୍ରମବର୍ଦ୍ଧିତ ଉନ୍ନତି’ । ଫକୀର…












