ବ୍ରଜରାଜନଗର ଉପନିର୍ବାଚନ: ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ବ୍ରଜରାଜନଗର ଉପନିର୍ବାଚନ: ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବ୍ରଜରାଜନଗର (ଏନ୍.ଏମ୍.): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ୧୧ତାରିଖରେ ପ୍ରାର୍ଥୀମାନେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ କରିବା ପରେ ବିଜେପି, ବିଜେଡି ଓ କଂଗ୍ରେସ ଶିବିରରେ ଆଜି ରାତିରୁ କର୍ମୀମାନେ ରଣ ହୁଙ୍କାର ଦେଇଛନ୍ତି । ଆସନ୍ତା ୩୧ ତାରିଖ ହେବାକୁ ଥିବା ବ୍ରଜରାଜନଗର ଉପନିର୍ବାଚନ ନିମନ୍ତେ ଆଜି ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ଦିବସରେ କଂଗ୍ରେସ, ବିଜେପି ଓ ବିଜେଡି ଦଳର…
