ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ କଟକ(ଏନ୍.ଏମ୍.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇନଥିବା ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସଆଇ) ପକ୍ଷରୁ ଆଜି ହାଇକୋର୍ଟରେ ଦିଆଯାଇଥିବା ସତ୍ୟପାଠରେ ଦର୍ଶା ଯାଇଛି । ଆଜି ହାଇକୋର୍ଟରେ ଏଏସ୍ଆଇ ପକ୍ଷରୁ ଏନେଇ ସତ୍ୟପାଠ ଦାଖଲ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଏଏସ୍ଆଇ ଦାଖଲ କରିଥିବା ସତ୍ୟପାଠରେ କୁହାଯାଇଛି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ପ୍ରକାର ଅନୁମତି କିମ୍ବା…
