ପରୋକ୍ଷ ନିର୍ବାଚନ ମାଧ୍ୟମରେ ନିର୍ବାଚିତ ହେବେ ପଞ୍ଚାୟତ ସମିତି ଅଧ୍ୟକ୍ଷ-ଅଧ୍ୟକ୍ଷା ଏବଂ ଜିଲ୍ଲା ପରିଷଦ ସଭାପତି-ଉପସଭାପତି
ପରୋକ୍ଷ ନିର୍ବାଚନ ମାଧ୍ୟମରେ ନିର୍ବାଚିତ ହେବେ ପଞ୍ଚାୟତ ସମିତି ଅଧ୍ୟକ୍ଷ-ଅଧ୍ୟକ୍ଷା ଏବଂ ଜିଲ୍ଲା ପରିଷଦ ସଭାପତି-ଉପସଭାପତି ଭୁବନେଶ୍ୱର(ଏନ୍.ଏମ୍.): ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଅନୁଯାୟୀ ପଞ୍ଚାୟତ ସମିତିର ଅଧ୍ୟକ୍ଷ-ଉପାଧ୍ୟକ୍ଷ ଏବଂ ଜିଲ୍ଲା ପରିଷଦର ସଭାପତି-ଉପସଭାପତି ପଦବୀଗୁଡ଼ିକ ପରୋକ୍ଷ ନିର୍ବାଚନ ମାଧ୍ୟମରେ ପୂରଣ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନ ଗତ…












