‘ଆଜାଦୀ କା ଅମୃତ ମହୋତ୍ସବ’ ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ ‘ବିଜ୍ଞାନ ସର୍ବତ୍ର ପୂଜ୍ୟତେ’ ଅଭିଯାନ
‘ଆଜାଦୀ କା ଅମୃତ ମହୋତ୍ସବ’ ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ ‘ବିଜ୍ଞାନ ସର୍ବତ୍ର ପୂଜ୍ୟତେ’ ଅଭିଯାନ ଭୁବନେଶ୍ୱର(ଏନ୍.ଏମ୍.): ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଉଥିବା ‘ଆଜାଦୀ କା ଅମୃତ ମହୋତ୍ସବ’ ଅନ୍ତର୍ଭୁକ୍ତ ‘ବିଜ୍ଞାନ ସର୍ବତ୍ର ପୂଜ୍ୟତେ’ ଅଭିଯାନ ସାରା ଦେଶର ୭୫ଟି ସ୍ଥାନରେ ପାଳିତ ହେଉଥିବା ପରିପ୍ରେକ୍ଷୀରେ ମନ୍ଦିର ନଗରୀ ଭୁବନେଶ୍ୱରରେ ମଧ୍ୟ ଚଳିତ ମାସ ୨୨ରୁ ୨୮ ତାରିଖ ପର୍ଯ୍ୟନ୍ତ ପାଳିତ ହେବ । ରାଜ୍ୟରେ ବିଜ୍ଞାନ ଓ କାରିଗରୀ ବିଭାଗ…
