ରାଜ୍ୟରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରିବା ପାଇଁ ଜେ-ପାଲ୍ ସହିତ ହେବ ଚୁକ୍ତିନାମା
ରାଜ୍ୟରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରିବା ପାଇଁ ଜେ-ପାଲ୍ ସହିତ ହେବ ଚୁକ୍ତିନାମା ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ରାଜ୍ୟ ଜେ-ପାଲ୍ ସହିତ ଏକ ଅଣଆର୍ଥିକ ଚୁକ୍ତି ସ୍ୱାକ୍ଷର କରିବାକୁ ଯାଉଛି । ବିଦ୍ୟାଳୟ ଯାଉଥିବା କିଶୋରକିଶୋରୀମାନଙ୍କ ମଧ୍ୟରେ ଲିଙ୍ଗଗତ ମନୋଭାବ ଏବଂ…












