ଭୁବନେଶ୍ୱରରେ ମୋଗଲାଇ ସ୍ପେଶାଲ କରିମ ରେଷ୍ଟୁରାଣ୍ଟର ଶୁଭାରମ୍ଭ
ଭୁବନେଶ୍ୱରରେ ମୋଗଲାଇ ସ୍ପେଶାଲ କରିମ ରେଷ୍ଟୁରାଣ୍ଟର ଶୁଭାରମ୍ଭ ଭୁବନେଶ୍ୱର(ଏନ୍.ଏମ୍.): ଭାରତ ହେଉଛି ଏକ ଖାଦ୍ୟପ୍ରିୟ ଦେଶ , ଏହି ଦେଶର ଏକ ଏପରି ଖାଦ୍ୟପେୟ ସଂସ୍ଥା ରହିଛି ଯାହା ବିଗତ ୧୦୦ ବର୍ଷ ରୁ ଉର୍ଦ୍ଧ୍ୱ ସମୟ ଧରି ଲୋକଙ୍କ ମନରେ ଏକ ନୂଆ ଧାରଣ ଜନ୍ମେଇଛ ଯେ…












