ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ବୈଠକ
ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ବୈଠକ #ଭୁବନେଶ୍ୱର(ଏନ୍.ଏମ୍.): ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ପ୍ରଥମ ବୈଠକ ପରିଷଦର ଅଧ୍ୟକ୍ଷ ପଦ୍ମବିଭୂଷଣ ଡକ୍ଟର ସୁଦର୍ଶନ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ସମ୍ବିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ…
