ଟାଟା ପାୱାର ଉପଭୋକ୍ତା ମାରଣ ନୀତି ପ୍ରତିବାଦରେ ଦାବିପତ୍ର

ଟାଟା ପାୱାର ଉପଭୋକ୍ତା ମାରଣ ନୀତି ପ୍ରତିବାଦରେ ଦାବିପତ୍ର କଟକ(ଏନ୍‌.ଏମ୍‌.): ବିଦ୍ୟୁତ ଉପଭୋକ୍ତା ମଞ୍ଚ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଟାଟା ପାୱାର ବିରୋଧରେ ଏଡିଏମ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ବର୍ତ୍ତମାନ ବିଜୁଳି ମଣିଷର ସର୍ବନିମ୍ନ ଆବଶ୍ୟକତା ହୋଇପଡ଼ିଥିବାବେଳେ ଏହାର ସୁଯୋଗ ନେଇ ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି ବୋଲି ଅଭିଯୋଗ ହୋଇଛି । ତେବେ ରାଜ୍ୟରେ ଯେଉଁ ବିଦ୍ୟୁତ ସଂସ୍କାର ଚାଲିଛି ସେଥିରେ ସାଧାରଣ ଉପଭୋକ୍ତାମାନଙ୍କୁ…

Read More

ସୃଷ୍ଟିର ସକଳ ଉପାଦାନ ମଧ୍ୟରେ ସଂହତି ଏକାନ୍ତ ଜରୁରୀ-ରାଜ୍ୟପାଳ

ସୃଷ୍ଟିର ସକଳ ଉପାଦାନ ମଧ୍ୟରେ ସଂହତି ଏକାନ୍ତ ଜରୁରୀ-ରାଜ୍ୟପାଳ ଭୁବନେଶ୍ୱର (ଏନ୍‌.ଏମ୍‌.): ଲାଭ ଶବ୍ଦ ଭାରତୀୟ ସଂସ୍କୃତିରେ କେଉଁଠି ଉଲ୍ଲେଖ ନାହିଁ । ବ୍ୟବସାୟଜଗତରେ ଏହାର ବିଶେଷ ପ୍ରୟୋଗ ଏବେ ଦେଖିବାକୁ ମିଳୁଛି । ଏହା ନିଶ୍ଚିତ ରୂପେ ଏକ ବିକୃତି । ଏହାର ସଂଶୋଧନ କରିବା ସହ ବିଚାରଗତ ସ୍ତରରେ ଏହାର ସକାରାତ୍ମକ ପ୍ରୟୋଗ କରିବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପରାମର୍ଶ ଦେଇଛନ୍ତି । ନାଲ୍କୋଶ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ରୂପେ…

Read More

୨୦୨୨ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି

୨୦୨୨ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ଭୁବନେଶ୍ୱର(ଏନ୍‌.ଏମ୍‌.):୨୦୨୨ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଆଜି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଶାସନ ସଚିବ, ଗୃହ ବିଭାଗଙ୍କ ଅଧ୍ୟକ୍ଷତାରେ ପୂର୍ବରୁ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ଅନୁଯାୟୀ କୋଭିଡ୍ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ସହ ଆଗାମୀ ଜାନୁଆରୀ ୨୬ ଉତ୍ସବ ପାଳନ କରାଯିବ । ଏହି ଉତ୍ସବରେ ବ୍ୟବସ୍ଥିତ ଭାବେ ସମସ୍ତ କାର୍ଯ୍ୟ ସମାପନ…

Read More

ନରାଜ ବ୍ରିଜ୍‌ରେ ବନ୍ଧୁକ ଦେଖାଇ ଲୁଟ ଘଟଣା:୨ଗିରଫ, ମାରଣାସ୍ତ୍ର ଜବତ

ନରାଜ ବ୍ରିଜ୍‌ରେ ବନ୍ଧୁକ ଦେଖାଇ ଲୁଟ ଘଟଣା:୨ଗିରଫ, ମାରଣାସ୍ତ୍ର ଜବତ ଫଟୋ– ପଦ୍ମଲୋଚନ ମିଶ୍ର କଟକ(ଏନ୍‌.ଏମ୍‌.): ସିଡିଏ ଫେଜ -୨ ଥାନା ଅନ୍ତର୍ଗତ ନରାଜ ବ୍ରିଜ୍‌ରେ ବନ୍ଧୁକ ଦେଖାଇ ଗାଡିରୁ ଲୁଟ୍ କରିବା ଘଟଣାରେ ପୁଲିସ ୨ ଜଣ ଦୁର୍ଦ୍ଧାନ୍ତ ଲୁଟେରାଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ପୁଲିସ ଏୟାର ପିସ୍ତଲ,ଲୁହାରଡ,ନଗଦ ୨୦ ହଜାର ଟଙ୍କା ସହ ସେମାନେ ବ୍ୟବହାର କରୁଥିବା ଫୋନ ଓ ବାଇକ୍‌କୁ ଜବତ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ମାହାଙ୍ଗା…

Read More

ବୋର୍ଡ଼ର ପ୍ରସ୍ତୁତି ଶେଷ: ପରୀକ୍ଷା ଦେବେ ରାଜ୍ୟରେ ୫ଲକ୍ଷ ୭୬ହଜାର ୩୮୭ ଛାତ୍ରଛାତ୍ରୀ

ବୋର୍ଡ଼ର ପ୍ରସ୍ତୁତି ଶେଷ: ପରୀକ୍ଷା ଦେବେ ରାଜ୍ୟରେ ୫ଲକ୍ଷ ୭୬ହଜାର ୩୮୭ ଛାତ୍ରଛାତ୍ରୀ କଟକ(ଏନ୍‌.ଏମ୍‌.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ନୂତନ ପଦ୍ଧତିରେ ମାଟ୍ରିକ ପରୀକ୍ଷା କରାଯିବ । ଏଥିଲାଗି ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତ ଶେଷ ହୋଇଥିବା ବୋର୍ଡ଼ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଆସନ୍ତା କାଲି (ବୁଧବାର) ଠାରୁ ଦଶମ ସମ୍ମେଟିଭ ଆସୋସମେଣ୍ଟ-୧ ଆରମ୍ଭ ହେବ । ଏହି ପରୀକ୍ଷା ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ୨ଟି ସିଟିଂରେ ପରୀକ୍ଷା…

Read More

ବୈପାରିଗୁଡା ପ୍ରିମିୟର ଲିଗ (ବିପିଏଲ) ୨ୟ ସିଜିନର ପ୍ରସ୍ତୁତି ବୈଠକ

ବୈପାରିଗୁଡା ପ୍ରିମିୟର ଲିଗ (ବିପିଏଲ) ୨ୟ ସିଜିନର ପ୍ରସ୍ତୁତି ବୈଠକ ବୈପାରିଗୁଡା (ଏନ୍‌.ଏମ୍‌.): ବ୍ଲକସ୍ତରୀୟ କ୍ରିକେଟ ପ୍ରତିଯୋଗିତା ବୈପାରିଗୁଡା ପ୍ରିମିୟର ଲିଗ (ବିପିଏଲ) ୨ୟ ସିଜିନର ପ୍ରସ୍ତୁତି ବୈଠକ ବୈପାରିଗୁଡା ସ୍ଥିତ ପଶ୍ଚିମେଶ୍ୱର ମନ୍ଦିର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ଟୁର୍ଣ୍ଣାମେଣ୍ଟରେ ୬ଟି ଦଳ ଖେଳିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସେହି ୬ଟି ଦଳର ଟିମ ମାଲିକଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟରେ ଖେଳାଯାଉଥିବା ୬ଟି ଦଳ…

Read More

ସଂଗ୍ରାମ କେଶରୀ ସାମନ୍ତରାୟ ପାଇଲେ ଆଧ୍ୟାତ୍ମିକ କବି ଚେତନା ସମ୍ମାନ

ସଂଗ୍ରାମ କେଶରୀ ସାମନ୍ତରାୟ ପାଇଲେ ଆଧ୍ୟାତ୍ମିକ କବି ଚେତନା ସମ୍ମାନ ଭଦ୍ରକ(ଏନ୍‌.ଏମ୍‌.): ଭଦ୍ରକାଳୀ ମ୍ୟୁଜିକ୍ ଏଣ୍ଡ ଆର୍ଟ ସ୍କୁଲର ଚତୃଦଶ ବାର୍ଷିକ ପାଳନ ଅବସରରେ ରାଜ୍ୟସ୍ତରୀୟ ସମର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସାମନ୍ତରାୟଙ୍କୁ ଆଧ୍ୟାତ୍ମିକ କବି ଚେତନା-୨୦୨୨ ପ୍ରଦାନ କରାଯାଇଥିଲା । ସମ୍ପ୍ରତି ସେ ଓଡ଼ିଶା ଅର୍ଥ ସେବା ଅଧିକାରୀ ରୂପେ କାର୍ଯ୍ୟରତ । ସେ ତାଙ୍କର ପ୍ରଭାବଶାଳୀ ବକ୍ତବ୍ୟ ଏବଂ ଆଧ୍ୟାତ୍ମିକ ଚେତନା ସମ୍ମିଳିତ କବିତାର ସ୍ୱର ମାଧ୍ୟମରେ ସାଧାରଣ…

Read More

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କୋଭିଡ ସମୀକ୍ଷା: ଜନସାଧାରଣଙ୍କ ଜୀବିକା ଉପରେ ପ୍ରଭାବ ନପକାଇ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପରାମର୍ଶ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କୋଭିଡ ସମୀକ୍ଷା ଜନସାଧାରଣଙ୍କ ଜୀବିକା ଉପରେ ପ୍ରଭାବ ନପକାଇ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପରାମର୍ଶ ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲଗୁଡିକୁ ପ୍ରସ୍ତୁତ…

Read More

ଭୁବନେଶ୍ୱର ଡିସିପି ଅଫିସରେ କରୋନା ପଜିଟିଭ: ସିଲ କଲା ବିଏମସି

ଭୁବନେଶ୍ୱର ଡିସିପି ଅଫିସରେ କରୋନା ପଜିଟିଭ: ସିଲ କଲା ବିଏମସି ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜଧାନୀ ଭୁବନେଶ୍ୱରର ବାଣୀବିହାରସ୍ଥିତ ଡିସିପି ଅଫିସରେ ଏକାଧିକ କରୋନା ପଜିଟିଭ ଚିହ୍ନଟ ହୋଇଛି । ଅଫିସ କର୍ମଚାରୀଙ୍କ କରୋନା ପଜିଟିଭ ଥିବା ଜଣାପଡ଼ିବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡିସିପି ଅଫିସକୁ ସିଲ୍ କରିଛି । ଦୁଇ ଦିନ ପାଇଁ ଏହି ଅଫିସକୁ ସିଲ୍ କରାଯାଇଥିବା ନେଇ ବିଏମସି ଦକ୍ଷିଣ ପୂର୍ବ ଜୋନାଲ୍ ଡେପୁଟି କମିଶନର ସୂଚନା ଦେଇଛନ୍ତି । ଡିସିପି କାର୍ଯ୍ୟାଳୟର…

Read More

ବୈପାରିଗୁଡା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଯୋଗଦେଲେ ଅଶ୍ୱିନୀ ପଟ୍ଟନାୟକ

ବୈପାରିଗୁଡା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଯୋଗଦେଲେ ଅଶ୍ୱିନୀ ପଟ୍ଟନାୟକ ବୈପାରିଗୁଡା(ଏନ୍‌.ଏମ୍‌.): କୋରାପୁଟ ଜିଲ୍ଲାର ବୈପାରିଗୁଡା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଅଶ୍ୱିନୀ ପଟ୍ଟନାୟକ ଯୋଗଦାନ କରିବା ସହ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ କୁନ୍ଦୁରା ଥାନାର ଜଣେ ଦକ୍ଷ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉ ଥିବା ଜଣାପଡ଼ିଛି । ତେବେ ବୈପାରିଗୁଡା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ସାଙ୍ଗକୁ ଜନସାଧାରଣ ଏବଂ…

Read More

ଫାସରେ ପଡ଼ି ପ୍ରାଣ ହାରିଲା କଲରାପତରିଆ ବାଘ

ଫାସରେ ପଡ଼ି ପ୍ରାଣ ହାରିଲା କଲରାପତରିଆ ବାଘ କଟକ(ଏନ୍‌.ଏମ୍‌.): ଫାସରେ ପଡ଼ି ଗୋଟିଏ କଲରାପତରିଆ ବାଘର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି । କଟକ ଜିଲ୍ଲା ତିଗିରିଆ ବ୍ଲକ ଅଞ୍ଚଳ ଫୁଲବାଡ଼ି ତୋଟା ଠାରେ ଏହି କଲରାପତରିଆ ବାଘର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଥିଲା । ଖବର ପାଇ ବନବିଭାଗ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ôଚ ତଦନ୍ତ ଆରମ୍ଭ କରିଛନ୍ତି । ତେବେ ବାରହା ଶିକାର ପାଇଁ ଜାଲ ବିଛାଇଥିବା ବେଳେ ସେଥିରେ କଲରାପତରିଆ ବାଘ…

Read More

ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ପୁଣି ହାତୀ ଉପଦ୍ରବ: ଭାଙ୍ଗିଲେ ସ୍କୁଲ ପାଚେରୀ

ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ପୁଣି ହାତୀ ଉପଦ୍ରବ: ଭାଙ୍ଗିଲେ ସ୍କୁଲ ପାଚେରୀ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.) : ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ହାତୀ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି । ଏହି ଅଞ୍ଚଳରେ ହାତୀ ଗ୍ରାମାଭିମୁଖୀ ହେବା ସହ ବ୍ୟାପକ ଧନ ଜୀବନ କ୍ଷତି କରିଛନ୍ତି । ତେବେ ପୁଣି ହାତୀ ଉପଦ୍ରବ ବୃଦ୍ଧି ପାଇବା ଯୋଗୁଁ ଅଞ୍ଚଳରେ ଜନସାଧାରଣ ଆତଙ୍କିତ ହୋଇ ପଡ଼ିଛନ୍ତି । ସୂଚନା ଅନୁଯାୟୀ ସ୍ଥାନୀୟ ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଗ୍ରାମବାସୀ ଭୟଭୀତ…

Read More