ଚୌଦ୍ୱାରରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ମାରାଥନ ଶିଳାନ୍ୟାସ ଓ ଉଦ୍ଘାଟନ
ଚୌଦ୍ୱାରରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ମାରାଥନ ଶିଳାନ୍ୟାସ ଓ ଉଦ୍ଘାଟନ ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ଚୌଦ୍ୱାର ପୌରପାଳିକା ସମେତ ବିଭିନ୍ନ ସ୍ଥାନରେ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ୧୪କୋଟି ଟଙ୍କା ବ୍ୟୟରେ…
