କନ୍ଦରପୁର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ

କନ୍ଦରପୁର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ #ଆଠଗଡ(ଏନ୍‌.ଏମ୍‌.): ଆଠଗଡ ବ୍ଲକ ଅନ୍ତର୍ଗତ କନ୍ଦରପୂର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମୁଖ୍ୟଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ପୁରୀର ପୂର୍ବତନ ବିଧାୟକ ଉମାବଲ୍ଲଭ ରଥ, ମୁଖ୍ୟବକ୍ତା ଭାବେ ସାହିତ୍ୟିକ ଅଧ୍ୟାପକ ନାରାୟଣ ପଣ୍ଡା, ଅନ୍ୟତମ ଅତିଥି ଭାବେ ଓଡ଼ିଶା ଶିକ୍ଷା ବିକାଶ ସମିତି ସଭାପତି ଶରତଚନ୍ଦ୍ର ସାମନ୍ତ ଯୋଗ ଦେଇଥିଲେ…

Read More

କଟକ ନଗର ବିଜେପି ବାରବାଟୀ ଓ ମହାନଦୀ ମଣ୍ଡଳ ବୈଠକରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କଟକ ନଗର ବିଜେପି ବାରବାଟୀ ଓ ମହାନଦୀ ମଣ୍ଡଳ ବୈଠକରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ #କଟକ(ଏନ୍‌.ଏମ୍‌.): କେନ୍ଦ୍ରୀୟ ଭାଜପା ସଂଗଠନର ନିଷ୍ପତି ଅନୁଯାୟୀ ତୃଣ ମୂଳ ସଂଗଠନ ମଜଭୁତ କରିବା ପାଇଁ ସମସ୍ତ ମନ୍ତ୍ରୀ, ପଦାଧିକାରୀଙ୍କ ପ୍ରବାସ ଅବସରରେ କଟକ ନଗର ବିଜେପି ଶାଖାର ବାରବାଟି ଓ ମହାନଦୀ ମଣ୍ଡଳର ଦାୟିତ୍ୱ ନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଲୋଚନା କରିଛନ୍ତି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଥୋରିଆ ସାହି ସ୍ଥିତ ମୋହନ ମଣ୍ଡପରେ…

Read More

ବିଶିଷ୍ଟ ଆଇନଜୀବୀ ସ୍ୱର୍ଗତ ବିଶ୍ୱଜିତ୍ ମହାନ୍ତିଙ୍କ ସ୍ମୃତିସଭା

ବିଶିଷ୍ଟ ଆଇନଜୀବୀ ସ୍ୱର୍ଗତ ବିଶ୍ୱଜିତ୍ ମହାନ୍ତିଙ୍କ ସ୍ମୃତିସଭା #କଟକ(ଏନ୍‌.ଏମ୍‌.): ଦିବଂଗତ ବିଶିଷ୍ଟ ଆଇନଜୀବୀ ବିଶ୍ୱଜିତ୍ ମହାନ୍ତିଙ୍କ ଏକାଦଶାହ ଉପଲକ୍ଷେ ତାଙ୍କ ସିଡିଏ, ସେକ୍ଟର-୧୦ ସ୍ଥିତ ବାସଭବନରେ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ଯୁବ ଆଇନିଜୀବୀ ବୈଦ୍ୟନାଥ ବେହେରାଙ୍କ ସଭାପତିତ୍ୱରେ ଏହି ସଭାର ପ୍ରାରମ୍ଭରେ ରାଜ୍ୟ ବିଜୁ ଜନତା ଦଳର ସାଧାରଣ ସଂପାଦକ ପ୍ରଫୁଲ୍ଲ କୁମାର ସିଂ ସ୍ମୃତିସୁମନ ପୁସ୍ତିକାକୁ ଉନ୍ମୋଚନ କରିଥିଲେ । ସ୍ୱର୍ଗତ ମହାନ୍ତି ଦୀର୍ଘ ୩୦ ବର୍ଷ ଧରି ଫୌଜଦାରୀ ସାମ୍ବିଧାନିକ ମକଦ୍ଦମା, ସର୍ଭିସ୍…

Read More

ରାଉରକେଲାରେ ହକି ଷ୍ଟାଡିୟମ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲାରେ ହକି ଷ୍ଟାଡିୟମ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ #ରାଉରକେଲା(ଏନ୍‌.ଏମ୍‌.): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ଷ୍ଟାଡିୟମ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ରାଉରକେଲାରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟନ କରି ମୁଁ ବହୁତ ଖୁସି ଅନୁଭବ କରୁଛି । ୨୦ ହଜାର ଦର୍ଶକ ବସିବା ପାଇଁ କ୍ଷମତା ରଖିଥିବା ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ନିର୍ମାଣ କାମ ରେକର୍ଡ ୧୫…

Read More

ଓଡ଼ିଶାରେ ଆରମ୍ଭ ହେଲା ୫ଜି ସେବା: ୧ଶହ ୪ଜି ଟାୱାରର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶାରେ ଆରମ୍ଭ ହେଲା ୫ଜି ସେବା: ୧ଶହ ୪ଜି ଟାୱାରର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ #ଭୁବନେଶ୍ୱର (ଏନ୍‌.ଏମ୍‌.): ଡିଜିଟାଲ ସେବାରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ଓଡ଼ିଶାରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଫାଇଭ୍‌-ଜି ସେବା । ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି । ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍ ଏହି ସେବା ଯୋଗାଇବେ । ୫ଜି ସେବା ପ୍ରଥମେ କଟକ ଓ ଭୁବନେଶ୍ୱର ସହ…

Read More

ବୋର୍ଡ଼ର ଘୋଷଣା: ମାର୍ଚ୍ଚ ୧୦ରୁ ୧୭ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା

ବୋର୍ଡ଼ର ଘୋଷଣା: ମାର୍ଚ୍ଚ ୧୦ରୁ ୧୭ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା #କଟକ(ଏନ୍‌.ଏମ୍‌.): ମାଟ୍ରିକ୍ ପରୀକ୍ଷା ନେଇ ବୋର୍ଡ଼ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଏହା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ଚାଲିବ । ଏନେଇ, ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଏହି ଘୋଷଣା ସମୟରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଂଜନ ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ ।…

Read More