କନ୍ଦରପୁର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ
କନ୍ଦରପୁର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ [caption id="attachment_7644" align="alignnone" width="300"] News by Maheswar Behera (Athagarh)[/caption] #ଆଠଗଡ(ଏନ୍.ଏମ୍.): ଆଠଗଡ ବ୍ଲକ ଅନ୍ତର୍ଗତ କନ୍ଦରପୂର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ…






