ହାଇସିକ୍ୟୁରିଟି ନମ୍ବର ପ୍ଲେଟ ନଥିଲେ ୧୫ରୁ କଟିବ ଚାଲାଣ
ହାଇସିକ୍ୟୁରିଟି ନମ୍ବର ପ୍ଲେଟ ନଥିଲେ ୧୫ରୁ କଟିବ ଚାଲାଣ କଟକ(ଏନ୍.ଏମ୍.): ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ ଜାନୁଆରୀ ୧୫ ତାରିଖରୁ ଚାଲଣ କଟାଯିବ ବୋଲି ଆଜି ଅତିରିକ୍ତ ପରିବହନ (ଏନଫୋର୍ସମେଣ୍ଟ) ଲାଲମୋହନ ସେଠୀ ସୂଚନା ଦେଇଛନ୍ତି । ତେବେ ଏହି ଚାଲଣ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ କଟିବ ବୋଲି ସେ କହିଛନ୍ତି । ୧.୪.୧୯ ପୂର୍ବରୁ ପଞ୍ଜୀକୃତ ହୋଇଥିବା ଗାଡ଼ି ତଥା ଯେଉଁ ଗୁଡ଼ିକର ଶେଷ ନମ୍ବର ୧,୨,୩,୪,୫ ଓ ୬ ଶେଷ…
