ଆଞ୍ଚଳିକ ସାମ୍ବାଦିକ ସଂଗଠନ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ଉତ୍ସବ
ଆଞ୍ଚଳିକ ସାମ୍ବାଦିକ ସଂଗଠନ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ଉତ୍ସବ #କିଶନନଗର(ଏନ୍.ଏମ୍.): ଆଞ୍ଚଳିକ ସାମ୍ବାଦିକ ସଂଗଠନ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ବରିଷ୍ଟ ଓ ଯୁବ ସାମ୍ବାଦିକମାନଙ୍କ ଉପସ୍ଥିତିରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଯୁବ ସାମ୍ବାଦିକ ସୂର୍ଯ୍ୟ ନାରାୟଣ ଦାସଙ୍କୁ ସାମ୍ବାଦିକ ଗୌରବ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏଥି ସହିତ ଉପସ୍ଥିତ ସମସ୍ତ ସାମ୍ବାଦିକମାନଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ…
