ଜୟ ମା’ ବିରଜା ଭାଇ ଭଉଣୀ ଟ୍ରଷ୍ଟ ପକ୍ଷରୁ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ
ଜୟ ମା’ ବିରଜା ଭାଇ ଭଉଣୀ ଟ୍ରଷ୍ଟ ପକ୍ଷରୁ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ #କଟକ(ଏନ୍.ଏମ୍.): ଜୟ ମା’ ବିରଜା ଭାଇ ଭଉଣୀ ଟ୍ରଷ୍ଟ ଅନୁଷ୍ଠାନ ପରିବାର ପକ୍ଷରୁ ସ୍ଥାନୀୟ ଖାନନଗରସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଠାରେ ଅସହାୟ ଗରିବ ବୃଦ୍ଧ ବୃଦ୍ଧାମାନଙ୍କୁ ଶୀତବସ୍ତ୍ର ବିତରଣ କରାଯାଇଛି । ଏହି ଅନୁଷ୍ଠାନ ବିଭିନ୍ନ ସମୟରେ ସାମାଜିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରି ସମାଜସେବା କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ଏହି ଅବସରରେ ଅନୁଷ୍ଠାନର କର୍ମକର୍ତ୍ତାମାନେ ସେଠାରେ…
