ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ବିଜ୍ଞାନ ମେଳା
ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ବିଜ୍ଞାନ ମେଳା #କଟକ ସଦର(ଏନ୍.ଏମ୍.): କନ୍ଦରପୁର ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ବାର୍ଷିକ ବିଜ୍ଞାନ ମେଳା ଶନିବାର ଦିନ କଲେଜ ରୋଡରେ ଥିବା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଦର ଅଞ୍ଚଳର ୨୦ ଟି ସରକାରୀ ଓ ବେସରକାରୀ ସ୍କୁଲର ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଏହି ଉପଲକ୍ଷେ ସ୍କୁଲର ପ୍ରିନ୍ସପାଲ ପ୍ରଫେସର ଖଲିକୁଜ ଜମନ ଖାଁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ଅତିଥି ଭାବେ…
