ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସ୍ଥାୟୀ ଚାକିରୀ ଏବଂ ଦରମା ବୃଦ୍ଧି ପାଇଁ ଆପ୍ର ଦାବି
ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସ୍ଥାୟୀ ଚାକିରୀ ଏବଂ ଦରମା ବୃଦ୍ଧି ପାଇଁ ଆପ୍ର ଦାବି #କଟକ(ଏନ୍.ଏମ୍.): ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସ୍ଥାୟୀ ଚାକିରୀ ଏବଂ ଦରମା ବୃଦ୍ଧି ନେଇ ଆଜି ଆମ୍ ଆଦମୀ ପାର୍ଟି କଟକ ଜିଲ୍ଲା ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମିଶନ ଶକ୍ତିରେ ସହାୟକ ଷ୍ଟାଫ ଭାବରେ କାମ କରୁଥିବା ଏମବିକେ, ସିଆରପି, ପ୍ରାଣୀମିତ୍ର, କୃଷିମିତ୍ର, ଏବଂ ବ୍ୟାଙ୍କମିତ୍ର ମାନେ ଦୀର୍ଘ ଦଶବର୍ଷ ଧରି କାମ କରୁଥିବାବେଳେ ସେମାନଙ୍କୁ…
