ଧବଳେଶ୍ୱରଙ୍କ ପୀଠରେ ଜାଗରଯାତ୍ରା ନେଇ ପ୍ରଶାସନିକ ପ୍ରସ୍ତୁତି ବୈଠକ
ଧବଳେଶ୍ୱରଙ୍କ ପୀଠରେ ଜାଗରଯାତ୍ରା ନେଇ ପ୍ରଶାସନିକ ପ୍ରସ୍ତୁତି ବୈଠକ #ଆଠଗଡ଼(ଏନ୍.ଏମ୍.): ଚଳିତ ମାସ ଆସନ୍ତା ୧୮ ତାରିଖରେ ହେବାକୁ ଯାଉଥିବା ଶ୍ରୀଶ୍ରୀ ଧବଳେଶ୍ୱରଙ୍କ ପୀଠରେ ଜାଗର ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । କଟକ ଜିଲ୍ଲା ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଆୟୋଚୀି ଏହି ବୈଠକରେ ଆଠଗଡ ଉପଜିଲ୍ଲାପାଳ ତଥା ଆଠଗଡ ଦେବୋତ୍ତର ମୁଖ୍ୟ କାର୍ଯ୍ୟ ନିର୍ବାହୀ ହେମନ୍ତ କୁମାର ସ୍ୱାଇଁ ସ୍ୱାଗତ ଭାଷଣ ଦେଇଥିଲେ । ପୀଠକୁ ଆସିବାକୁ…
