ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ଗଣଧାରଣା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ଗଣଧାରଣା #କଟକ(ଏନ୍‌.ଏମ୍‌.): କେନ୍ଦ୍ର ସରକାରଙ୍କର ରାଜ୍ୟ ପ୍ରତି ବୈମାତୃକ ମନୋଭାବ ବିରୋଧରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ବିଜେଡି ପକ୍ଷରୁ ଗଣଧାରଣା ଦିଆଯାଇଛିି । ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଟକ ନଗର ବିଜେଡି ସଭାପତି ମଧୁସୂଦନ ସାହୁ ସଭାପତିତ୍ୱ କରିଥିଲେ । ଅନୁଷ୍ଠିତ ପ୍ରତିବାଦ ସଭାରେ ମେୟର ସୁବାସ ସିଂହ, ପୂର୍ବତନ ବିଧାୟକ ଡକ୍ଟର ପ୍ରଭାତ ରଞ୍ଜନ ବିଶ୍ୱାଳ,…

Read More

ଜୀ-ସାର୍ଥକର ନୂଆ ଓଡିଆ ଫିଲ୍ମ ‘ବନ୍ଦିନୀ’ର ଅଡିଓ ଲୋକାର୍ପିତ

ଜୀ-ସାର୍ଥକର ନୂଆ ଓଡିଆ ଫିଲ୍ମ ‘ବନ୍ଦିନୀ’ର ଅଡିଓ ଲୋକାର୍ପିତ ଭୁବନେଶ୍ୱର(ଏନ୍‌.ଏମ୍‌.): ଜୀ-ସାର୍ଥକ ଫିଲ୍ମସ ସବୁବେଳେ ନୂଆ ଓ ଭିନ୍ନ ଭିନ୍ନ କାହାଣୀରେ ନିର୍ମିତ ଚଳଚ୍ଚିତ୍ର ତାର ଦର୍ଶକଙ୍କୁ ଦେଇ ଆସିଛି । ଚିରାଚରିତ ପ୍ରେମ କାହାଣୀ ଠାରୁ ଭିନ୍ନ ଏକ ପ୍ରେମ ଓ ପ୍ରତିଶୋଧର ସସ୍ପେନ୍ସ କାହାଣୀ କୁ ନେଇ ଏସପିପି ପ୍ରଡକ୍‌ଶନ୍ ହାଉସ୍ ନିର୍ମାଣ କରିଛି ‘ବନ୍ଦିନୀ’, ଯାହାକୁ ଦର୍ଶକମାନେ ଦେଖିପାରିବେ କେବଳ ଜୀ-ସାର୍ଥକରେ ଆସନ୍ତା ୧୯ ତାରିଖ ସନ୍ଧ୍ୟା ୬:୩୦ ରେ ।ଆଜି ଭୁବନେଶ୍ୱରସ୍ଥିତ…

Read More

ଚତୁର୍ଥ ଲୋକକଳା ମହୋତ୍ସବ : ଦ୍ୱିତୀୟ ଦିବସରେ ଘୋଡା ନାଚ ଓ ଦୁଧୁକି ବାଦନ ଦର୍ଷକଙ୍କ ମନମୋହିଲା

ଚତୁର୍ଥ ଲୋକକଳା ମହୋତ୍ସବ ଦ୍ୱିତୀୟ ଦିବସରେ ଘୋଡା ନାଚ ଓ ଦୁଧୁକି ବାଦନ ଦର୍ଷକଙ୍କ ମନମୋହିଲା #କୋଣାର୍କ (ଏନ୍‌.ଏମ୍‌.): ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଭୁବନେଶ୍ୱର, ଭାରତ ସରକାରଙ୍କ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ସଂସ୍କୃତି ବିଭାଗ ଓ ଓଡିଶା ସରକାରଙ୍କ ଓମଫେଡର ମିଳିତ ସହଯୋଗରେ କୋଣାର୍କର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ନାଟ୍ୟଦୀପ ପକ୍ଷରୁ କୋଣାର୍କ ଜଗନ୍ନଥ ମନ୍ଦିର ପରିସରସ୍ଥ ସାଂସ୍କୃତିକ ମଣ୍ଡପରେ ଆୟୋଜିତ ହେଉଛି ଚତୁର୍ଥ ଲୋକକଳା ମହୋତ୍ସବ । ଆୟୋଜିତ ଚତୁର୍ଥ ଲୋକକଳା ମହୋତ୍ସବର…

Read More

ବିଶ୍ୱକପ ହକି ଆୟୋଜନରେ ନବରଙ୍ଗପୁର ଜିଲ୍ଲାକୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱକପ ହକି ଆୟୋଜନରେ ନବରଙ୍ଗପୁର ଜିଲ୍ଲାକୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ #ନବରଙ୍ଗପୁର(ଏନ୍‌.ଏମ୍‌.): ଓଡ଼ିଶାରେ ପୁରୁଷ ବିଶ୍ୱ କପ ହକି ୨୦୨୩ ଆୟୋଜନ କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲା ସ୍ୱତନ୍ତ୍ର ମାନ୍ୟତା ପାଇଛି । ଏହି ଅବସରରେ ନବରଙ୍ଗପୁର ଜିଲ୍ଲାର ପଞ୍ଚାୟତସ୍ତରରୁ ଆରମ୍ଭ କରି ଜିଲ୍ଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ୱତନ୍ତ୍ର ଗ୍ରାମ ସଭା ଆୟୋଜନ କରି ରାଜ୍ୟସ୍ତରରେ ତୃତୀୟ ସ୍ଥାନ ହାସଲ କରି ପାରିଛି । ବିଶ୍ୱକପ ହକି ନିମନ୍ତେ ନବରଙ୍ଗପୁର ଜିଲ୍ଲାର ଭୂମିକାକୁ ନେଇ…

Read More