ଗଜାନନ ସେବା ସମିତି ପକ୍ଷରୁ ପାନୀୟ ଜଳ ବିତରଣ
ଗଜାନନ ସେବା ସମିତି ପକ୍ଷରୁ ପାନୀୟ ଜଳ ବିତରଣ #ଜଗତପୁର (ଏନ୍.ଏମ୍.): ପବିତ୍ର ମହା ଶିବରାତ୍ରୀ ଉପଲକ୍ଷେ ସ୍ଥାନୀୟ ନିମପୁରସ୍ଥିତ ବହୁ ପୁରାତନ ଶୈବ ପୀଠ ବାବା କୃଷ୍ଣେଶ୍ୱର ମହାଦେବ ମନ୍ଦିରରେ ଜାଗର ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ମନ୍ଦିରକୁ ଦିନ ତମାମ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସ୍ୱେଚ୍ଛାସେବୀ ଅନୁଷ୍ଠାନ ଗଜାନନ ସେବା ସମିତି ପକ୍ଷରୁ ଶ୍ରଦ୍ଧାଳୁ ମାନଙ୍କୁ ପାନୀୟ ଜଳ ବିତରଣ କରାଯାଇଥିଲା । ଗଜାନନ ସେବା ସମିତି ସମ୍ପାଦକ…
