ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ: ବର୍ଷକ ମଧ୍ୟରେ ଜିଲ୍ଲା ଘୋଷଣା କରିବାକୁ ପ୍ରତିଶ୍ରୁତି
ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ: ବର୍ଷକ ମଧ୍ୟରେ ଜିଲ୍ଲା ଘୋଷଣା କରିବାକୁ ପ୍ରତିଶ୍ରୁତି ବରଗଡ଼(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ସଭାସମିତିରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ତାଙ୍କ ଅଭିଭାଷଣରେ ବହୁ ଜନସମର୍ଥନ ସାଉଁଟିଥିବା ଦେଖିବାକୁ ମିଳିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଜିଲ୍ଲା ଘୋଷଣା ନେଇ ମୁହଁ ଖୋଲିଛନ୍ତି । ତେବେ ବର୍ଷକ ମଧ୍ୟରେ ପଦ୍ମପୁର…
