ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ ବିଶ୍ୱାଳଙ୍କ କଟକ ଜିଲ୍ଲା ଉପ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ଯାଞ୍ଚକଲେ ଆଠଗଡ଼ ଏବଂ ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର #କଟକ(ଏନ୍.ଏମ୍.): ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ଡକ୍ଟର ରଞ୍ଜନ ବିଶ୍ୱାଳ ଆଜି କଟକ ଜିଲ୍ଲା ଉପ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଆଠଗଡ଼ ଏବଂ ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବୁଲି ବିଭିନ୍ନ ବିଷୟରେ ଅବଗତ ହୋଇଥିଲା । ଏଥି ସହିତ ଡକ୍ଟର ବିଶ୍ୱାଳ…
