ଉତ୍କଳମଣିଙ୍କ ଜନ୍ମପୀଠରେ ମୁଖ୍ୟମନ୍ତ୍ରୀ
ଉତ୍କଳମଣିଙ୍କ ଜନ୍ମପୀଠରେ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁ ଥିଲେ ଯୁଗପୁରୁଷ, ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି କମ୍ ହେବ : ନବୀନ ପଟ୍ଟନାୟକ #ପୁରୀ(ଏନ୍.ଏମ୍.): ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ…
