ଜୀ-ସାର୍ଥକର ନୂଆ ଓଡିଆ ଫିଲ୍ମ ‘ବନ୍ଦିନୀ’ର ଅଡିଓ ଲୋକାର୍ପିତ
ଜୀ-ସାର୍ଥକର ନୂଆ ଓଡିଆ ଫିଲ୍ମ ‘ବନ୍ଦିନୀ’ର ଅଡିଓ ଲୋକାର୍ପିତ ଭୁବନେଶ୍ୱର(ଏନ୍.ଏମ୍.): ଜୀ-ସାର୍ଥକ ଫିଲ୍ମସ ସବୁବେଳେ ନୂଆ ଓ ଭିନ୍ନ ଭିନ୍ନ କାହାଣୀରେ ନିର୍ମିତ ଚଳଚ୍ଚିତ୍ର ତାର ଦର୍ଶକଙ୍କୁ ଦେଇ ଆସିଛି । ଚିରାଚରିତ ପ୍ରେମ କାହାଣୀ ଠାରୁ ଭିନ୍ନ ଏକ ପ୍ରେମ ଓ ପ୍ରତିଶୋଧର ସସ୍ପେନ୍ସ କାହାଣୀ କୁ ନେଇ ଏସପିପି ପ୍ରଡକ୍ଶନ୍ ହାଉସ୍ ନିର୍ମାଣ କରିଛି ‘ବନ୍ଦିନୀ’, ଯାହାକୁ ଦର୍ଶକମାନେ ଦେଖିପାରିବେ କେବଳ ଜୀ-ସାର୍ଥକରେ ଆସନ୍ତା ୧୯ ତାରିଖ ସନ୍ଧ୍ୟା ୬:୩୦ ରେ ।ଆଜି ଭୁବନେଶ୍ୱରସ୍ଥିତ…
