ହାତୀ ମୃତ୍ୟୁର ତଦନ୍ତ ସମୟରେ ଅଭିଯୁକ୍ତର ମୃତ୍ୟୁ: ଥାନାରେ ଅଟକ ରହିଲେ ବନବିଭାଗ କର୍ମଚାରୀ
ହାତୀ ମୃତ୍ୟୁର ତଦନ୍ତ ସମୟରେ ଅଭିଯୁକ୍ତର ମୃତ୍ୟୁ: ଥାନାରେ ଅଟକ ରହିଲେ ବନବିଭାଗ କର୍ମଚାରୀ #ଆଠଗଡ଼ (ଏନ୍.ଏମ୍.): ମୃତ ହାତୀର ତଦନ୍ତ ସମୟରେ ବନବିଭାଗ କର୍ମଚାରୀଙ୍କ କଷ୍ଟଡ଼ିରେ ଅଭିଯୁକ୍ତର ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇବା ସହ ବନବିଭାଗ କର୍ମଚାରୀଙ୍କୁ ଥାନାରେ ଅଟକ ରଖାଯାଇ ପୁଲିସ ଘଟଣାର ତଦନ୍ତ ଚାଲିଛି । ସୂଚନା ଅନୁଯାୟୀ, ଚଳିତ ମାସ ଦୁଇ ତାରିଖରେ ବଡମ୍ବା ରେଞ୍ଜ ଅନ୍ତର୍ଗତ ମାଣିଆବନ୍ଧ…
