ସାଲେପୁର ନିର୍ବାଚନ ମଣ୍ଡଳୀରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ୧୦୭ ତମ ଜୟନ୍ତୀ
ସାଲେପୁର ନିର୍ବାଚନ ମଣ୍ଡଳୀରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ୧୦୭ ତମ ଜୟନ୍ତୀ #ଟାଙ୍ଗୀ(ଏନ୍.ଏମ୍.): ସାଲେପୁର ନିର୍ବାଚନ ମଣ୍ଡଳୀର ଯୁବ ନେତା ହିମାଂଶୁ ମହାନ୍ତିଙ୍କ ନେତୃତ୍ୱରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ବାଇକ ରାଲି ସ୍ଥାନୀୟ ଜଗତପୁର ଖଇରା ପୋଲ ନିକଟରୁ ଆରମ୍ଭ ହୋଇ ସାଲେପୁର ଅଞ୍ଚଳରେ ଶେଷ ହୋଇଥିଲା । ଏଥିରେ ଶତାଧିକ ସମର୍ଥକଙ୍କ ସହିତ ଏକ ଖୋଲା ଜିପରେ ଶ୍ରୀ ମହାନ୍ତି ଅଞ୍ଚଳ…
