ରାଇରଙ୍ଗପୁରରେ ହ୍ୟୁମାନ ରାଇଟସ ଫ୍ରଣ୍ଟ ଇଣ୍ଡିଆ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ମାନବାଧିକାର ତାଲିମ ଶିବିର

ରାଇରଙ୍ଗପୁରରେ ହ୍ୟୁମାନ ରାଇଟସ ଫ୍ରଣ୍ଟ ଇଣ୍ଡିଆ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ମାନବାଧିକାର ତାଲିମ ଶିବିର #ରାଇରଙ୍ଗପୁର(ଏନ୍‌.ଏମ୍‌.): ରାଇରଙ୍ଗପୁର କଲ୍ୟାଣ ମଣ୍ଡପ ପରିସରରେ ହ୍ୟୁମାନ ରାଇଟସ ଫ୍ରଣ୍ଟ ଇଣ୍ଡିଆ, ମୟୂରଭଞ୍ଜ ଜିଲ୍ଲା ଶାଖା ତରଫରୁ ଜିଲ୍ଲାସ୍ତରୀୟ ମାନବାଧିକାର ତାଲିମ ଶିବିର କାର୍ଯ୍ୟ କ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଓଡ଼ିଶା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଅଂଜନୀ ସୋରେନ, ରାଇରଙ୍ଗପୁର ଏସଡିପିଓ ଗୋକୁଳାନନ୍ଦ ସାହୁ, ସମ୍ମାନିତ ଅତିଥି ମୟୂରଭଞ୍ଜ (୨) ବିଜେଡି ଜିଲ୍ଲା…

Read More

ଦୋଳ ବିମାନ ଉପରେ ଚଢ଼ିଗଲା ପିକ୍‌ଅପ୍ ଭ୍ୟାନ୍‌: ୨ ମୃତ, ୩ ଗୁରୁତର

ଦୋଳ ବିମାନ ଉପରେ ଚଢ଼ିଗଲା ପିକ୍‌ଅପ୍ ଭ୍ୟାନ୍‌: ୨ ମୃତ, ୩ ଗୁରୁତର #କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଦୋଳବିମାନ ନେଇ ଯାଉଥିବାବେଳେ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ତେବେ କେନ୍ଦ୍ରାପଡ଼ା ସହରର ଦୁହୁରିଆ ଓମଫେଡ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଦୋଳ ବିମାନ ନେଇ ଯାଉଥିବା ଲୋକଙ୍କୁ ପିକ୍‌ଅପ୍ ଭ୍ୟାନ୍ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିଲା…

Read More

ବିଶ୍ୱର ନାରୀନେତ୍ରୀ ମାନଙ୍କର ସମାନ ମାନ୍ୟତା ପାଇଁ ରଣହୁଙ୍କାର ଆନ୍ତର୍ଜାତିକ ଶୋଭନୀୟ ଆନ୍ଦୋଳନ ଓ ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ଶକ୍ତି ଉତ୍ସବ ଆୟୋଜନ ନୂଆଦିଲ୍ଲୀ (ଏଜେନ୍ସି): ମହିଳାମାନେ ସମାଜରେ ସମାନ ସମ୍ମାନ, ଉଚିତ୍ ମାନ୍ୟତା ଓ ଉପଯୁକ୍ତ ଅଧିକାର ପାଇବା ପାଇଁ ହକଦାର ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତବ୍ୟକ୍ତ କରିଛନ୍ତି । ଆନ୍ତର୍ଜାତିକ ମହିଳା ଦିବସ ପାଳନ ଉପଲକ୍ଷେ ୱାର୍ଲଡ୍ ଓଡ଼ିଶା ସୋସାଇଟି( ୱାଓସୋ) ର ସହଯୋଗରେ ଆନ୍ତର୍ଜାତିକ ଶୋଭନୀୟ ଆନ୍ଦୋଳନ ତରଫରୁ ଆୟୋଜିତ ଦ୍ୱିତୀୟ…

Read More