ମାଟ୍ରିକ ପରୀକ୍ଷା ଦେଇ ଫେରିବା ବେଳେ ଛାତ୍ରଙ୍କୁ ଆକ୍ରମଣ: ଉଦ୍ଧାର କଲା ପୁଲିସ

ମାଟ୍ରିକ ପରୀକ୍ଷା ଦେଇ ଫେରିବା ବେଳେ ଛାତ୍ରଙ୍କୁ ଆକ୍ରମଣ: ଉଦ୍ଧାର କଲା ପୁଲିସ #କିଶନନଗର(ଏନ୍‌.ଏମ୍‌.): ମାଟ୍ରିକ ପରୀକ୍ଷା ଦେଇ ଘରକୁ ଫେରୁଥିବାବେଳେ ବାଟରେ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଅପରାହ୍ନରେ ୫ଜଣ ଛାତ୍ର ପରୀକ୍ଷା ଦେଇ ଫେରିବା ସମୟରେ ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ ହୋଇଥିଲା । ଏହି ସମୟରେ ଖବର ପାଇ କିଶନନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ପାଞ୍ଚ ଜଣ ଛାତ୍ରଙ୍କୁ ଉଦ୍ଧାର କରିଥିଲା । ତେବେ ଏହି ଘଟଣାରେ ସମ୍ପୃକ୍ତ ଦୁଇଜଣ ଦୁର୍ବୁତ୍ତଙ୍କ…

Read More

ମଧ୍ୟାହ୍ନ ଭୋଜନ ଜାଳେଣି ଚୋରି: ଶିକ୍ଷୟିତ୍ରୀ ହଟ୍ଟହଟ୍ଟା

ମଧ୍ୟାହ୍ନ ଭୋଜନ ଜାଳେଣି ଚୋରି: ଶିକ୍ଷୟିତ୍ରୀ ହଟ୍ଟହଟ୍ଟା #କୋଣାର୍କ (ଏନ୍‌.ଏମ୍‌.): ଶନିବାର ଅପରାହ୍ନରେ ଗୋପ ବ୍ଲକ୍ ତଥା କୋଣାର୍କ ଥାନା ଅନ୍ତର୍ଗତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସଂପୃକ୍ତ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷୟିତ୍ରୀ ବିନୋଦିନୀ ତ୍ରିପାଠୀ ଓ ତାଙ୍କ ସ୍ୱାମୀ ତଥା କୁନଙ୍ଗ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହୃଦୟ କୁମାର ବଡପଣ୍ଡା ମଧ୍ୟାହ୍ନ ଭୋଜନ ଜାଳେଣି କାଠ ଓ ଗ୍ୟାସ୍ ସିଲିଣ୍ଡର ଚୋରିକରି ନେବାବେଳେ ଗ୍ରାମବାସୀଙ୍କ ହାତରେ ଧରାପଡି ହଟହଟା ହୋଇଛନ୍ତି । ଘଟଣାସ୍ଥଳରେ…

Read More

ଅର୍ଚ୍ଚନା ନାଗ ନାଁରେ ୪ କୋଟି ଟଙ୍କାର ବେଆଇନ୍ ସମ୍ପତ୍ତି ଆଟାଚ୍ କଲା ଇଡି

ଅର୍ଚ୍ଚନା ନାଗ ନାଁରେ ୪ କୋଟି ଟଙ୍କାର ବେଆଇନ୍ ସମ୍ପତ୍ତି ଆଟାଚ୍ କଲା ଇଡି #କଟକ(ଏନ୍‌.ଏମ୍‌.): ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚାରି କୋଟି ଟଙ୍କାର ବେଆଇନ ସମ୍ପତ୍ତି ଆଟାଚ କରିଛି । ବର୍ତ୍ତମାନ ମାମଲା କୋର୍ଟ ଥିବାବେଳେ ଅର୍ଚ୍ଚନା ଏହି ସମ୍ପତ୍ତି କେଉଁ ଉତ୍ସରୁ ଆଣିଲା ସେ ନେଇ ତଦନ୍ତ ଚାଲିଛି ବୋଲି କଟକରେ ଅନୁଷ୍ଠିତ କଳାଧନ ସମ୍ପର୍କିତ ଏସ୍‌ଆଇଟିର ନବମ ବୈଠକ ପରେ ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ…

Read More

‘ମୋ ସରକାର’ ପରିଚାଳନା କେନ୍ଦ୍ର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ

‘ମୋ ସରକାର’ ପରିଚାଳନା କେନ୍ଦ୍ର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ #ଭୁବନେଶ୍ୱର(ଏନ୍‌.ଏମ୍‌.): ସରକାରଙ୍କ ଦ୍ୱାରା ଉପଲବ୍ଧ ସମସ୍ତ ସୁବିଧା ସୁଯୋଗକୁ ସାଧାରଣ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ନିମନ୍ତେ ‘ମୋ ସରକାର’ ଏକ ଯୁଗାନ୍ତକାରୀ ବ୍ୟବସ୍ଥା । ଟିମ୍‌ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍ସପରେନ୍ସି, ଟ୍ରାନ୍ସଫରମେସନ୍‌, ଟାଇମଲିମିଟ, ଆଦି ୫ଟି ନିୟମକୁ ଆଧାର କରି କିଭଳି ରାଜ୍ୟ ସରକାର ସେବା ଯୋଗାଉଛନ୍ତି, ତାହାକୁ ଦେଖିବାକୁ ରାଜ୍ୟ ସରକାରଙ୍କ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା…

Read More

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟିକୁ ସ୍ୱୀକାର କଲା ବୋର୍ଡ଼

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟିକୁ ସ୍ୱୀକାର କଲା ବୋର୍ଡ଼ ‘ବି’ ସେଟରୁ ବାହାରିଲା ‘ଏ’ ସେଟର ପ୍ରଶ୍ନ, ବୋର୍ଡ କହିଲା- କଟିବନି ଗୋଟିଏ ବି ମାର୍କ #କଟକ(ଏନ୍‌.ଏମ୍‌.): ବିବାଦ ଭିତରୁ ମୁକୁଳି ପାରୁନି ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା (ବୋର୍ଡ଼) । ପରୀକ୍ଷା ପରିଚାଳନା ନେଇ ବିଭିନ୍ନ ସମୟରେ ବୋର୍ଡ଼ ଛନ୍ଦି ହୋଇ ପଡ଼ୁଛି ବିବାଦ ଭିତରେ । ଆଜି ପୁଣି ଥରେ ବିବାଦ ଘେରରେ ଫସିଲା ବୋର୍ଡ । ମାଟ୍ରିକ ପରୀକ୍ଷାରେ ପୁଣି ଥରେ ଦେଖାଦେଲା…

Read More

୫-ଟି ଅଧିନସ୍ଥ ଆମ ହସ୍ପିଟାଲ ରୂପାନ୍ତିକରଣ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ କମିଟି ପ୍ରଥମ ବୈଠକ

୫-ଟି ଅଧିନସ୍ଥ ଆମ ହସ୍ପିଟାଲ ରୂପାନ୍ତିକରଣ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ କମିଟି ପ୍ରଥମ ବୈଠକ #କଟକ(ଏନ୍‌.ଏମ୍‌.): ରାଜ୍ୟର ସମସ୍ତ ଜିଲ୍ଲାରେ ସଦର ମହକୁମା, ଉପଖଣ୍ଡମାନଙ୍କରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଚିକିତ୍ସାଳୟ ଗୁଡିକୁ ୫ଟି ଆଧାରରେ ‘ଆମ ହସ୍ପିଟାଲ’ ରୁପାନ୍ତିକରଣ କାର୍ଯ୍ୟକ୍ରମ ଜରିଆରେ ଉନ୍ନତିକରଣ କରାଯିବ । ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟରେ କଟକ ଜିଲ୍ଲାର ୯ଟି ବିଧାନସଭା କ୍ଷେତ୍ରରେ ୯ଗୋଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ୫ଟି ଆଧାରରେ ‘ଆମ ହସ୍ପିଟାଲ’ କାର୍ଯ୍ୟକ୍ରମରେ ସାମିଲ କରାଯିବା ନେଇ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ…

Read More

ଟର୍ନାଣ୍ଟ ଆୟୁର୍ବେଦିକ କମ୍ପାନୀ ବିରୁଦ୍ଧରେ ଅପପ୍ରଚାରକୁ ନିନ୍ଦା

ଟର୍ନାଣ୍ଟ ଆୟୁର୍ବେଦିକ କମ୍ପାନୀ ବିରୁଦ୍ଧରେ ଅପପ୍ରଚାରକୁ ନିନ୍ଦା #କଟକ(ଏନ୍‌.ଏମ୍‌.): ଆୟୁଷ ମନ୍ତ୍ରାଳୟ ଦ୍ୱାରା ସିକୃତି ପ୍ରାପ୍ତ ଟର୍ନାଣ୍ଟ ଆୟୁର୍ବେଦିକ ଔଷଧ କମ୍ପାନୀ ସମଗ୍ର ଭାରତ ବର୍ଷରେ ଲୋକମାନଙ୍କୁ ସେବା ଯୋଗାଇ ଦେଇ ଆସୁଛି । ଏହି ଟର୍ନାଣ୍ଟ ଆୟୁର୍ବେଦ ଔଷଧ ୨୦୧୮ ମସିହାରୁ ବଜାର ପ୍ରବେଶ କରିସାରିଛି । ଏହାକୁ ମୁଖ୍ୟତଃ କୃଷି ଏବଂ ସ୍ୱାସ୍ଥ୍ୟ କ୍ଷେତ୍ରରେ ବିନିଯୋଗ କରାଯାଉଛି । ବିଭିନ୍ନ ଦୁରାରୋଗ୍ୟ ଯଥା ମଧୁମେହ, ଉଚ୍ଚ ରକ୍ତଚାପ, ଅର୍ଶ, ମଳକଣ୍ଟକ ଆଦି ନାନାଦି ଦୁରାରୋଗ୍ୟ…

Read More